ପ୍ରକାଶ ପାଇଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ ସଂରକ୍ଷିତ ରହିଛି । ୧୦୭ ଆସନରୁ ମହିଳାଙ୍କ ପାଇଁ ୫୪ଟି ଆସନ ସଂରକ୍ଷିତ ରହିଛି । ସେହିପରି ୪୨ ଆସନ ଅଣସଂରକ୍ଷିତ, ଏସ୍‌ସିଙ୍କ ପାଇଁ ୮ ଓ ଏସଟି ପାଇଁ ୩ ଆସନ ସଂରକ୍ଷିତ ରହିଛି । ସେହିପରି ଏସ୍‌ସି ମହିଳାଙ୍କ ପାଇଁ ୯, ଏସ୍‌ଟି ମହିଳାଙ୍କ ପାଇଁ ୫ ଆସନ ସଂରକ୍ଷିତ ରହିଛି । ରାଜ୍ୟର ୧୧୦ ମ୍ୟୁନିସିପାଲିଟି ଓ ଏନ୍‌ଏସି ମଧ୍ୟରୁ ୩ରେ ନିର୍ବାଚନ ବନ୍ଦ ହୋଇଛି । ତେବେ ୧୫ ଦିନ ମଧ୍ୟରେ ଆପତ୍ତି ଓ ଅଭିଯୋଗ ଦାଖଲ କରିପାରିବେ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri