Posted inରାଜ୍ୟ

ସରକାରୀ ସ୍କୁଲରେ ପାଠ ପଢିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ

ଭୁବନେଶ୍ୱର,୨୮।୧୨(ବୁରୋ)-ସରକାରୀ ସ୍କୁଲରେ ଏଣିକି ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ସୋମବାର ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଡାକ୍ତରୀ ଓ ଇଂଜିନିୟରିଂ ଶିକ୍ଷା ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା ରହିବ। ଏ ନେଇ ରାଜ୍ୟ କ୍ୟାବିନେଟରେ ସଂରକ୍ଷଣ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ଶିକ୍ଷାବର୍ଷରୁ ବ୍ୟବସ୍ଥା ଲାଗୁ କରାଯିବା ନେଇ ସଂକଳ୍ପ ଆଗତ। ସଂକଳ୍ପକୁ ଚୂଡ଼ାନ୍ତ ରୂପ ଦେବାକୁ ହେବ ଉଚ୍ଚ କ୍ଷମତା ସଂପନ୍ନ କମିଟି ଗଠନ କରାଯିବ। ଏହି କମିଟିରେ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ରହିବେ। ସେହିପରି କମିଟିରେ ବିଶିଷ୍ଟ ଶିକ୍ଷାବିତ୍‌ ଓ ବିଶିଷ୍ଟ ବ୍ୟକ୍ତି ସଦସ୍ୟ ରହିବେ। ଏହି କମିଟି ୩ ମାସ ମଧ୍ୟରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। କମିଟି ସୁପାରିସକୁ ଆଗାମୀ ଶିକ୍ଷାବର୍ଷରୁ କାର୍ଯ୍ୟକାରୀ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଗଳ ନୁହଁନ୍ତି ଗୋପାଳ

ଭୁବନେଶ୍ୱର,୬।୩ (ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ପାଗଳ ବୋଲି କୁହାଯାଉଥିଲା। ମାତ୍ର ଗୋପାଳ ପାଗଳ ନୁହନ୍ତି ବୋଲି...

ଅନ୍ଧାରରେ ବାଡ଼ି ବୁଲାଉଛି ବିଏମ୍‌ସି

ଭୁବନେଶ୍ୱର, ୨୧।୧୨ (ବ୍ୟୁରୋ): ମଶା ପାଇଁ ବିଭିନ୍ନ ଆଡୁ ସମାଲୋଚନାର ଶିକାର ହେବା ପରେ ତରବରିଆ ଭାବେ ପଦକ୍ଷେପ ନେଇଛି ବିଏମ୍‌ସି। ଲୋକଦେଖାଣିଆ ଭାବେ ଡ୍ରୋନ୍‌...

ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ

ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର...

ସ୍କୁଲରେ ହେବ ପରିବାଚାଷ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ମଧ୍ୟାହ୍ନ ଭୋଜନର ଗୁଣବତ୍ତା ବୃଦ୍ଧି ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେଣୁ ଏଣିକି ସ୍କୁଲ ପରିସରରେ ପନିପରିବା ଚାଷ ହେବ।...

ଉଚ୍ଛେଦ ଆଶଙ୍କାରେ ଥରହର ଏକାମ୍ର:ଉଠାଦୋକାନୀଙ୍କ ମନ୍ଦିର ସମ୍ମୁଖରେ ପ୍ରତିବାଦ

ପୁରୁଣା ଭୁବନେଶ୍ୱର,୮ା୧୨ (ଡି.ଏନ.ଏ.)ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ଏକାମ୍ର କ୍ଷେତ୍ରର ବିଭିନ୍ନ ଜବରଦଖଲ ଉଚ୍ଛେଦ ଜାରି ରହିଛି। ଉଠାଦୋକାନୀଗୁଡିକୁ ହଟାଯାଇ ଶ୍ରୀଲିଙ୍ଗରାଜ ମନ୍ଦିର କ୍ଷେତ୍ରକୁ ବିଶ୍ୱ...

ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର

ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ...

 ଲଘୁଚାପ ପ୍ରଭାବ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ...

ଡିସେମ୍ବର ସୁଦ୍ଧା ହିତାଧିକାରୀଙ୍କୁ ମିଳିବ ୩୦୦ଟଙ୍କାର ଶୀତ ସହାୟତା

ଭୁବନେଶ୍ବର, ୨୫ା୧୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ଆରମ୍ଭ ହୋଇଗଲାଣି। ଶୁକ୍ରବାର ରାଜ୍ୟରେ ଶୀତ ଲହରି ଏବଂ ଗରିବ ଲୋକଙ୍କୁ ଶୀତ ସହାୟତା ଯୋଗାଇବା ସମ୍ପର୍କରେ...

Advertisement
Archives

Model This Week