ଦୁଇଜଣ ପୂର୍ଣ୍ଣକାଳୀନ ନିର୍ଦେଶକ ରଖିବାକୁ ଘରୋଇ ବ୍ୟାଙ୍କ ଗୁଡିକୁ କହିଲେ ରିଜର୍ଭ ବ୍ୟାଙ୍କ

ନୂଆଦିଲ୍ଲୀ,୨୫।୧୦: ଦେଶର ଘରୋଇ ବ୍ୟାଙ୍କ ଏବଂ ବିଦେଶୀ ବ୍ୟାଙ୍କ ଗୁଡିକର ଭାରତୀୟ ଶାଖା ଗୁଡିକରେ ଦୁଇ ଜଣ ଲେଖାଏଁ ପୂର୍ଣ୍ଣକାଳୀନ ନିର୍ଦେଶକ ରଖିବାକୁ ପରାମର୍ଶ ଦେଇଛନ୍ତି ଭାରତୀୟ ରିଜର୍ଭ ବ୍ୟାଙ୍କ। ଦୁଇ ନିର୍ଦେଶକଙ୍କ ବ୍ୟତୀତ ପରିଚାଳନା ନିର୍ଦେଶକ(ଏମଡି) ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଙ୍କୁ ବ୍ୟାଙ୍କର ବୋର୍ଡ଼ରେ ସାମିଲ ରହିବେ, ଯାହା ପରବର୍ତ୍ତୀ ସମୟରେ କ୍ଷମତା ପରିବର୍ତ୍ତନ କରିବାକୁ ସୁବିଧା ହେବ।

ବ୍ୟାଙ୍କିଙ୍ଗ କ୍ଷେତ୍ରରେ ଦେଖିବାକୁ ମିଳୁଥିବା ଅସ୍ଥିରତା ପାଇଁ, ପରିଚାଳନା କ୍ଷେତ୍ରରେ ଏହି ନିଷ୍ପତି ସହାୟକ ହେବ ବୋଲି ଆରବିଆଇ କହିଛି। ଏହି ପ୍ରକାର ଟିମ୍ ବିକଶିତ କଲେ ଉତ୍ତରାଧିକାରୀ ଚୟନରେ ମଧ୍ୟ ସୁବିଧା ହେବ। ତେବେ ଏହି କେନ୍ଦ୍ରୀୟ ବ୍ୟାଙ୍କର ଏହି ନିଷ୍ପତିକୁ ମାନିବାକୁ ବ୍ୟାଙ୍କ ଗୁଡିକୁ ଚାରି ମାସର ସମୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri