Odisha Elections 2024

୨୯ ଫେବୃଆରୀ ପରେ ବନ୍ଦ ହୋଇଯିବ କି ପେଟିଏମ ଆପ୍‌? ଆରବିଆଇ ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୨: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ପେଟିଏମ ପେମେଣ୍ଟ ବ୍ୟାଙ୍କର କୌଣସି ଗ୍ରାହକ ଆକାଉଣ୍ଟ, ପ୍ରିପେଡ ଇନଷ୍ଟ୍ରୁମେଣ୍ଟ, ୱାଲେଟ ଏବଂ ଫାଷ୍ଟାଗ ଇତ୍ୟାଦି ୨୯ ଫେବୃଆରୀ ପରେ ଜମା କିମ୍ବା ଟପ ଅପ ଗ୍ରହଣ କରିବା ଉପରେ ରୋକ ଲଗାଇଦେଇଥିଲେ। ସେବେଠାରୁ ପେଟିଏମ ବ୍ୟବହାରକାରୀଙ୍କ ମନରେ ପ୍ରଶ୍ନ ଉଠୁଛି ଯେ ପେଟିଏମ ଆପ୍‌ ୨୯ ଫେବୃଆରୀ ପରେ କାମ କରିବା ବନ୍ଦ କରି ଦେବକି? ବର୍ତ୍ତମାନ ଆରବିଆଇ ଏହା ଉପରେ ଏକ ବଡ ଅପଡେଟ୍‌ ଜାରି କରିଛି।

ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ଆରବିଆଇ ଡେପୁଟି ଗଭର୍ନର ସ୍ବାମୀନାଥନ ଜେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଏହା ସ୍ପଷ୍ଟ କରିବାକୁ ଚାହୁଁଛୁ ଯେ ପେଟିଏମ ପେମେଣ୍ଟ ବ୍ୟାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପେଟିଏମ ଆପ୍‌ ବିରୋଧରେ ନୁହେଁ। ଆପ୍‌ କାର୍ଯ୍ୟାନୁଷ୍ଠାନ ଦ୍ୱାରା ପ୍ରଭାବିତ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୪,୦୦୦ କର୍ମଚାରୀଙ୍କୁ ଛଟେଇ କଲା ତୋଷିବା: ରିପୋର୍ଟ

ନୂଆଦିଲ୍ଲୀ,୧୬।୫: ନୂତନ ମାଲିକାନା ଅଧୀନରେ ପୁନଃର୍ଗଠନର କାର୍ଯ୍ୟର ଏକ ଅଂଶ ଭାବରେ ତୋଷିବା ଏହାର ୪,୦୦୦ ଛଟେଇ କରିଥିବା ନ୍ୟୁଜ୍ ଏଜେନ୍ସି ରଏଟର୍ସ ରିପୋର୍ଟ କରିଛି।...

ଆଲଗୋରିଦମ ଆଧାରିତ କ୍ରେଡିଟ ମଡେଲ ଉପରେ ଅତ୍ୟଧିକ ର୍ନିଭରଶୀଳ ପାଇଁ NBFC କୁ ଚେତାବନୀ ଦେଲା RBI

ମୁମ୍ବାଇ,୧୬।୫: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଅଣ ବ୍ୟାଙ୍କ ଫାଇନାନ୍ସ କମ୍ପାନୀଗୁଡିକ (ଏନବିଏଫସି) କୁ ଆଲଗୋରିଦମ ଆଧାରିତ କ୍ରେଡିଟ ମଡେଲ ଉପରେ ଅଧିକ ର୍ନିଭରଶୀଳତା...

ରେକର୍ଡ ପ୍ରଫିଟ୍‌ ପରେ କର୍ମଚାରୀଙ୍କୁ ମାଲାମାଲ କଲା କମ୍ପାନୀ

ନୁଆଦିଲ୍ଲୀ, ୧୬।୫: ରେକର୍ଡ ପ୍ରଫିଟ ହାସଲ କରିବା ପରେ ସିଙ୍ଗାପୁର ଏୟାରଲାଇନ୍‌ ଏହାର କର୍ମଚାରୀଙ୍କୁ ୮ ମାସର ଦରମା ବୋନସ୍‌ ଆକାରରେ ଦେବାକୁ ଘୋଷଣା କରିଛି।...

ଏବେ ଶ୍ରୀଲଙ୍କାରେ ବି ଚାଲିବ UPI

ନୂଆଦିଲ୍ଲୀ,୧୬।୫: ଏଣିକି ଶ୍ରୀଲଙ୍କାରେ ମଧ୍ୟ ଚାଲିବ ଫୋନ୍‌ ପେ’। କମ୍ପାନୀ ଲଙ୍କା ପେ’ ସହ ସହଭାଗିତା ଘୋଷଣା କରିଛି। ଏହାଦ୍ୱାରା ବ୍ୟବହାରକାରୀ ଶ୍ରୀଲଙ୍କାରେ ୟୁପିଆଇ ଯେଗେ...

ଟାଟା ଷ୍ଟିଲ୍‌କୁ ଉତ୍ପାଦକତା ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୧୬।୫: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଟାଟା ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ଟାଟା ଷ୍ଟିଲ୍‌କୁ ନିକଟରେ ଆଉ ଏକ ସମ୍ମାନଜନକ ପୁରସ୍କାର ‘ଉତ୍ପାଦକତା ଉତ୍କର୍ଷ...

ଟେକ୍ନୋଲୋଜି କ୍ଷେତ୍ରରେ ଝିଅମାନଙ୍କ ସମାନ ଭାଗୀଦାରି ରହୁ: ଈଶା

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଚତୁର୍ଥ ଶିଳ୍ପ ବିପ୍ଳବର ଏହି ଡିଜିଟାଲ ଯୁଗରେ ଯଦି ଭାରତକୁ ବିଶ୍ୱର ଅଗ୍ରଣୀ ଭାବେ ଉଭା ହେବାର ଅଛି,ତେବେ ଝିଅମାନଙ୍କୁ ଆଗକୁ...

୨୦୪୭ ସୁଦ୍ଧା ଜିଡିପିର ୬% ଖର୍ଚ୍ଚକରି ଭାରତକୁ ବିକଶିତ କରିବାକୁ ପଡ଼ିବ

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଦେଶର ଅର୍ଥନୀତି ଏହାର ଶିକ୍ଷା ସହ ସିଧାସଳଖ ଜଡ଼ିତ। ଭାରତର ରାଜନୈତିକ ଦଳଗୁଡ଼ିକ ଶିକ୍ଷା କ୍ଷେତ୍ରକୁ ଗମ୍ଭୀରତାର ସହ ନେବା ଉଚିତ...

ସୁନା ଋଣ ପ୍ରଦାନରେ ନିୟମ କଡ଼ାକଡ଼ି

ଭୁବନେଶ୍ୱର,୧୬।୫ (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ଅଣ ବ୍ୟାଙ୍କିଙ୍ଗ୍‌ ଆର୍ଥିକ କମ୍ପାନୀଗୁଡ଼ିକୁ ସୁନା ଋଣ ପରିମାଣ, ନିଲାମ ପ୍ରକ୍ରିୟା ଏବଂ ନଗଦ ବିତରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri