ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ ୧୧ଟା ୨ମିନିଟରେ ହୀରାକୁଦ ଜଳଭଣ୍ଡାର ରାଇଟ ବାଇକ୍‌ ଉପରେ ରହିଥିବା ଏଚଆର୍‌ ଗେଟ ଖୋଲିଥିଲେ। ପ୍ରଥମ ପର୍ଯ୍ୟାୟରେ ବରଗଡ଼ ମୁଖ୍ୟ କେନାଲକୁ ୫୦୦ କ୍ୟୁସେକ୍‌ ପାଣି ଛଡ଼ାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri