ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୧୧୮ଜଣ ଓଏଏସ୍‌ଙ୍କର ବଦଳି ହୋଇଛି। ଏଥିରେ ପ୍ରାୟ ୭୦ରୁ ଅଧିକ ତହସିଲଦାର ବଦଳିଛନ୍ତି।

ଏଥିରେ ଫୁଲବାଣୀ, ଚମ୍ପୁଆ, ସାରସକଣା, ଖଲ୍ଲି କୋଟ, ସବ୍‌ଡେଗା, ଗଞ୍ଜାମ, ଭେଡେନ, ପୁଇଁତଳା, ବାଙ୍ଗିରିପୋଷୀ, ଅମ୍ବାଭୋନା, କେ.ନୂଆଗାଁ, ଭଟଲି, ସୋନପୁର, ଟାଙ୍ଗରପାଲି, ଅତାବିରା, ମାନେଶ୍ଵର, ରାମନାଗୁଡ଼ା, ନନ୍ଦାହାଣ୍ଡି, ସତ୍ୟବାଦୀ, ଅନୁଗୁଳ, କପ୍ତିପଦା, କଣାସ, କୁଜଙ୍ଗ, ଭୋଗରାଇ, ଖୁଣ୍ଟା, କାଶୀପୁର, କୃଷ୍ଣ ପ୍ର ସାଦ, ନରସିଂହପୁର, ଓଡ଼ପଡ଼ା, ରଣପୁର, ନର୍ଲା, ଚିକିଟି, ପୁରୁଷୋତ୍ତମପୁର, ବ୍ରହ୍ମଗିରି, ମୋରଡ଼ା, ଚକାପାଦ, ରାୟଗଡ଼ା, ବୋଲଗଡ଼, ଲଖନପୁର, ବାରକୋଟ, ହାଟଡିହି, ବରୀ, ଭୁବନେଶ୍ଵର, ବାଲିଆପାଳ, ଲାଠିକଟା ଓ ତୁଷୁରା ପ୍ରମୁଖ ତହସିଲରେ ତହସିଲଦାର ବଦଳିଛନ୍ତି।

ତେଲକୋଇ, ମାହାଙ୍ଗା, ତିଳେଇବଣି, ଅମ୍ବାଭୋନା, ମହାକାଳପଡ଼ା, ସୁ କିନ୍ଦା, ବରଗଡ଼, କାଶୀନଗର, ଚିଲିକା, ମୋହନା, ବିଶୋଇ, କୁଚିଣ୍ଡା, ଆଠମଲ୍ଲିକ, ଚାନ୍ଦବାଲି, ବିଜାତଳା, ଖଣ୍ଡପଡ଼ା, ନାରାୟଣପାଟଣା, ଆସିକା, ନୀଳଗିରି, କୁଳିଅଣା, କୁଡ଼ୁମୁଲୁଗୁମ୍ମା, ମାଲକାନଗିରି, ପଦ୍ମପୁର, ପୋଲସରା, ନୂଆଗାଁ, ଗରଦପୁର ପ୍ରମୁଖ ବିଡିଓ ବଦଳି ହୋଇଛନ୍ତି। ଏହାବାଦ୍ ବିଭିନ୍ନ ସ୍ଥାନରେ ଡେପୁଟି କଲେକ୍ଟର, ଅତିରିକ୍ତ ତହ ସିଲଦାରଙ୍କ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri