ସୀମା ନିର୍ଦ୍ଧାରଣକୁ ନେଇ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ଅସନ୍ତୋଷ ,ଜିଲାପାଳଙ୍କୁ ଅଭିଯୋଗ

କେସିଙ୍ଗା,୨୯।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ହେଉଛି ଏକ ପୁରାତନ ଆଦିବାସୀ ଅଧୁଷ୍ଠିତ ଗ୍ରାମ। ପଥର୍ଲା, ପଲକା ପଡା ଓ ବାହାଦୂରପଦର ପଡାର ମୁଖ୍ୟ ପାହାଡ ହେଉଛି
ମଣିଭଦ୍ରା ବିରିପୁରା ପାହାଡ । ସେହି ମଣିଭଦ୍ରା ବିରିପୁରା ପାହାଡର ଦେବା ଦେବୀଙ୍କ କୃପାରୁ ସର୍ବ ପ୍ରଥମେ ପଥର୍ଲା ଗ୍ରାମବାସୀ ନୂଆଖାଇ ପର୍ବ ପାଳନ କରିଥାଆନ୍ତି। କିନ୍ତୁ ବାହାଦୁରପଦର ରାଜସ୍ବ ଗ୍ରାମ ରୂପେ ମାନ୍ୟତା ପାଇ ଥିବାରୁ ଅତ୍ୟନ୍ତ ଖୁସି, କିନ୍ତୁ ଦୁଃଖର କାରଣ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ଅଜାଣତରେ ସୀମା ର୍ନିଦ୍ଧାରଣ କରି ଡଙ୍ଗର ମୁରଲୀ ଗ୍ରାମର ସୀମାଠାରୁ ମଣିଭଦ୍ରା ବିରିପୁରା ପାହାଡ ଓ ପଲକା ପଡା ମାଁ ଧରଣୀ ଦେବୀଙ୍କ ପୀଠ ପର୍ଯ୍ୟନ୍ତ ବହାଦୁର ପଦର ମୌଜକୁ ରାଜସୱ ବିଭାଗ ପକ୍ଷରୁ ମାନ୍ୟତାଦେଇ ଥିବାରୁ ପଥର୍ଲା ଗ୍ରାମ ଓ ପଲକା ପଡା ବାସୀଙ୍କ ମନରେ ଅସନ୍ତୋଷ ପ୍ରକାଶ କରି ଜିଲାପାଳ ,ସ୍ଥାନୀୟ ତହସିଲଦାରଙ୍କୁ ଅଭିଯୋଗ କରିଛନ୍ତି । ଜିଲା ପ୍ରଶାସନ ଙ୍କୁ ଅନୁରୋଧ କରିଛନ୍ତି ଯେ, ଉକ୍ତ ପାହାଡ଼ ସହିତ ପଥର୍ଲା ଓ ପଲକା ପଡା ଜମି ପଥର୍ଲା ମୌଜକୁ ମଧ୍ୟ ସାମିଲ କରିବା ପାଇଁ ଭୟ ଗ୍ରାମବାସୀ ଦାବି କରିଛନ୍ତି। ଯଦି ଉକ୍ତ ଦୁଇଟି ଗ୍ରାମ କୁ ରାଜସ୍ବ ଗ୍ରାମ ରୂପେ ମାନ୍ୟତା ଦିଆ ନ ଗଲେ ରାଜରାସ୍ତାକୁ ଓହ୍ଲାଇ ଗଣ ଧାରଣା ଦେବା ପାଇଁ ଆଦିବାସୀ ଗ୍ରାମର ଜନସାଧାରଣ ପ୍ରଶାସନ କୁ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri