Posted inଜାତୀୟ

ହିମାଚଳର ୩ ସ୍ବାଧୀନ ବିଧାୟକଙ୍କ ଇସ୍ତଫା ମଞ୍ଜୁର, ୩ ଆସନରେ ହେବ ନିର୍ବାଚନ

ଶିମଲା,୩।୬: ହିମାଚଳ ପ୍ରଦେଶରେ ପୁଣି ଏକ ବଡ଼ ରାଜନନୈତିକ ଉତ୍ତେଜନା ଦେଖାଦେଇଛି। ବିଧାନସଭା ବାଚସ୍ପତି ୩ ସ୍ବାଧୀନ ବିଧାୟକଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ମାର୍ଚ୍ଚ ୨୪ରେ, ତିନି ଜଣ ସ୍ବାଧୀନ ବିଧାୟକ ଇସ୍ତଫା ଦେଇଥିଲେ ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ବାଚସ୍ପତିଙ୍କ ନିକଟରେ ମାମଲା ବିଚାରାଧୀନ ଅଛି। ବିଧାନସଭା ବାଚସ୍ପତି କୁଲଦୀପ ପଠାନିଆ ଏହା ନିଶ୍ଚିତ କରିଛନ୍ତି। ଏଭଳି ପରିସ୍ଥିତିରେ ହିମାଚଳ ପ୍ରଦେଶର ତିନୋଟି ଆସନରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରେଳଯାତ୍ରୀଙ୍କ ପାଇଁ ଖୁସିଖବର! ବୋର୍ଡିଂ ନିୟମରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୨୨।୨: ଭାରତୀୟ ରେଳବାଇ ଯାତ୍ରୀମାନଙ୍କୁ ଏକ ବଡ଼ ସୁବିଧା ଦେବାକୁ ପ୍ରସ୍ତୁତି ଚଳାଇଛି। ଏଣିକି ଯାତ୍ରୀମାନେ ନିଜର ବୋର୍ଡିଂ ପଏଣ୍ଟ (ଯେଉଁ ଷ୍ଟେଶନରୁ ଟ୍ରେନ ଚଢ଼ିବେ) ବଦଳାଇବା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri