କଶ୍ମୀର ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରୁଛି ପାକିସ୍ତାନ

ଇସଲାମାବାଦ,୨୦ ।୧୨: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ କମର ବାଜୱା କହିଛନ୍ତି ସୀମାରେ ଶାନ୍ତି ଓ ସ୍ଥିରତା ପାଇଁ କଶ୍ମୀର ସମସ୍ୟାର ସମାଧାନ କରିବା ଜରୁରୀ । ସୌଦିର ବୈଦେଶିକ ମନ୍ତ୍ରୀ ଫୈସଲ ବିନ ଫରହାନ ଅଲ ସଉଦଙ୍କ ସହ ବସିଥିବା ଏକ ବୈଠକରେ ଜେନେରାଲ ବାଜୱା ଏହା କହିଛନ୍ତି । ଆଫଗାନିସ୍ତାସ ସମସ୍ୟାକୁ ନେଇ ଆୟୋଜିତ ଇସଲାମିକ ସହଯୋଗ ସଙ୍ଗଠନରେ ବୈଦେଶିକ ମନ୍ତ୍ରୀଙ୍କ ୧୭ ତମ ବୈଠକରେ ବାଜୱା ଏହି କଥା ଉଠାଇଛନ୍ତି । ଏହି ବୈଠକରେ ସୀମା ସୁରକ୍ଷା, ଆଫଗାନିସ୍ତାନରେ ବର୍ତ୍ତମାନର ସ୍ଥିତି ଓ ଦ୍ୱିପାକ୍ଷିକ ପ୍ରତିରକ୍ଷା ସମ୍ପର୍କକୁ ନେଇ ଆଲୋଚନା ହୋଇଥିଲା । ମିଳିଥିବା ସୂଚନାରୁ ଜଣାପଡିଛି କି ଜେନେରାଲ ବାଜୱା ‘ଦକ୍ଷିଣ ଏସିଆରେ ସ୍ଥିରତା ପାଇଁ କଶ୍ମୀର ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ’ ଜରୁରୀ ବୋଲି ଜୋର ଦେଇ କହିଥିଲେ । ଆଉ ଦୋହରାଇଥିଲେ କି ପାକିସ୍ତାନ ସୀମାରେ ଶାନ୍ତି ପାଇଁ ପଡୋଶୀ ଦେଶମାନଙ୍କ ସହ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ପ୍ରତିଷ୍ଠା କରିବାକୁ ଚାହୁଁଛି । ଭାରତ ବି ସବୁବେଳେ କହିଆସିଛି କି ଆତଙ୍କବାଦ ଓ ହିଂସା ମୁକ୍ତ ବାତାବରଣରେ ସମସ୍ୟାର ସମାଧାନ ଚାହିଁଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?