ଭାରତୀୟ ସୈନିକଙ୍କୁ ସମ୍ମାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): ପହଲଗାମ୍‌ ଘଟଣାରେ ଭାରତୀୟ ସୈନିକଙ୍କୁ ସମ୍ମାନ ଜଣାଇ ଶୁକ୍ରବାର ନୂଆପଡ଼ାରେ ଭାରତୀୟ ଜନତା ପାର୍ଟି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରସନ୍ନ କୁମାର ପାଢୀଙ୍କ ନେତୃତ୍ୱରେ ତ୍ରିରଙ୍ଗା ବାଇକ୍‌ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ବର୍ଗର ସହସ୍ରାଧିକ ଜନସାଧାରଣ ସାମିଲ ହୋଇଥିଲେ। କୋମନା ବ୍ଲକ ଛକଠାରୁ ଶୋଭାଯାତ୍ରା ବାହାରି ସଦର ଶ୍ରୀରାମ ଛକ ଦେଇ ଏକତା ଛକଠାରେ ପହଞ୍ଚତ୍ଥିଲା। ସେଠାରେ ସ୍ବର୍ଗତ ଘାସିରାମ ମାଝିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୋଲିସ ପଡିଆ କଲ୍ୟାଣ ମଣ୍ଡପଠାରେ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଯଦୁମଣି ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ଏସ୍‌ସି ମୋର୍ଚ୍ଚା ଉପସଭାପତି ମନିଜର ଆର୍ଯ୍ୟ, ଜିଲା ଏସ୍‌ସି ମୋର୍ଚ୍ଚା ସଭାପତି ଦୃଷ୍ଟି ମାଝି, ଜିଲା ସମ୍ପାଦକ ଭଗତ ସିଂ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଲୋହିତ ଶବର, ଜାତୀୟ ପରାମର୍ଶଦାତା ସଭ୍ୟ ଚତୁର୍ଭୂଜ ଶର୍ମା, ସରପଞ୍ଚ ମୃତ୍ୟୁଞ୍ଜୟ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇ ଦେଶର ସମ୍ମାନ ଓ ସ୍ବାଭିମାନ ରକ୍ଷା କରୁଥିବା ସୈନ୍ୟବାହିନୀଙ୍କ ସହ ଦେଶର ଜନତାଙ୍କ ସମର୍ଥନ ରହିଛି ବୋଲି କହିଥିଲେ। ତ୍ରିରଙ୍ଗା ରାଲିରେ ଭାଜପାର ବହୁ କର୍ମକର୍ତ୍ତା ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri