Posted inଜାତୀୟ

ଭୋଟରଙ୍କୁ ସମ୍ମାନ ଦିଅ: ଭଗଓ୍ବନ୍ତ

ଚଣ୍ଡିଗଡ,୧୨।୩: ପଞ୍ଜାବରେ ଆମ ଆଦାମୀ ପାର୍ଟି (ଏଏପି) ବିପୁଳ ପରିମାଣରେ ବିଜୟ ହୋଇଛି। ଭଗଓ୍ବନ୍ତ ମାନ ପଞ୍ଜାବର ଆଗାମୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି। ସେ ଆସନ୍ତା ୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତେବେ ଭଗଓ୍ବନ୍ତ ଏଏପି ବିଧାନସଭା ପାର୍ଟି ବୈଠକରେ ଯୋଗ ଦେଇ ନିର୍ବାଚିତ ବିଧାୟକଙ୍କ ସହିତ କଥା ହୋଇଥିଲେ। ସେ କହିଛନ୍ତି, ମୁଁ ତୁମ ସମସ୍ତଙ୍କୁ ନିବେଦନ କରୁଛି ଯେ ଅହଙ୍କାର କର ନାହିଁ। ଯେଉଁମାନେ ତୁମ ଦଳ ପାଇଁ ଭୋଟ ଦେଇ ନାହାଁନ୍ତି ସେମାନଙ୍କ ପାଇଁ ମଧ୍ୟ କାମ କର। ଆପଣ ପଞ୍ଜାବୀର ବିଧାୟକ , କିନ୍ତୁ ସେମାନେ ସରକାର ଚୟନ କରିଛନ୍ତି ବୋଲି ଭଗଓ୍ବନ୍ତ କହିଛନ୍ତି। ବିଧାୟକମାନଙ୍କୁ ଚଣ୍ଡିଗଡ଼ରେ ନ ରହିବାକୁ ଏବଂ ଯେଉଁଠାରୁ ନିର୍ବାଚିତ ହୋଇଛନ୍ତି ସେହି ଅଞ୍ଚଳରେ କାର୍ଯ୍ୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ କରୋନା ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ...

କଂଗ୍ରେସର ନିଦ ଭାଙ୍ଗୁନାହିଁ: ମୋଦି

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନରେ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଭାଜପା ସଂସଦୀୟ ଦଳର ଏକ...

ଶିବସେନାର ୟୁଟର୍ନ, ୪୦୩ ନୁହେଁ ୧୦୦ ଆସନରେ ଦେବ ପ୍ରାର୍ଥୀ…

ମୁମ୍ବାଇ,୧୨।୯: ଉତ୍ତରପ୍ରଦେଶରେ କେତେ ସଂଖ୍ୟକ ପ୍ରାର୍ଥୀଙ୍କୁ ଟିକଟ ଦିଆଯିବ ସେ ନେଇ ଗୋଟିଏ ଦିନ ମଧ୍ୟରେ ଶିବସେନା ୟୁଟର୍ନ ଦେଇଛି। ଉତ୍ତରପ୍ରଦେଶରେ ହୋଇଥିବା ଦଳୀୟ କାର୍ଯ୍ୟକାରିଣୀରେ...

ସ୍ତ୍ରୀଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ମନ୍ଦିର ନିର୍ମାଣ କଲେ ସ୍ବାମୀ

ଜୟପୁର,୧୪।୧୦: ଦୁଇ ମାସ ପୂର୍ବରୁ ରାଜସ୍ଥାନ ସିକର ଜିଲାର ଫତେହପୁରରେ ଏକ ସଡ଼କ ଦୁର୍ଘଟଣାରେ ହରିୟାଣାର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ(୫୪) ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା।...

ଶାନ୍ତି-ଶୃଙ୍ଖଳା ପାଇଁ ଅପିଲ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୁ ବିରୋଧ କରି ହିଂସା ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏପରିସ୍ଥଳେ ଶାନ୍ତି-ଶୃଙ୍ଖଳା...

ପ୍ରସବ ସମୟରେ ଅଘଟଣ: ଡାକ୍ତର ନିଲମ୍ବିତ

ହାଇଦ୍ରାବାଦ,୨୩।୧୨: ତେଲଙ୍ଗାନା ନାଗରକୁରନୁଲ ଜିଲା ଅଛମପେଟରୁ ଏକ ଆଶ୍ଚର୍ଯ୍ୟ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ପ୍ରସବ ସମୟରେ ନବଜାତ ଶିଶୁର ମୁଣ୍ଡ କଟିଯାଇଥିବା ବେଳେ...

ଧାର୍ଯ୍ୟ ସମୟର ୩ ଦିନ ପୂର୍ବରୁ ନିଜ ସହିତ ନିଜର ବିବାହ କଲେ କ୍ଷମା ବିନ୍ଦୁ, ଏବେ ହନିମୁନ୍‌ ଗୋଆରେ…

ବଡୋଦରା, ୯।୬ : ଗୁଜୁରାଟର ବଡୋଦରାର କ୍ଷମା ବିନ୍ଦୁ, ନିଜେ ବର ହେବାର ସ୍ବପ୍ନକୁ ପୂରଣ କରି ଶେଷରେ ନିଜକୁ ଧାର୍ଯ୍ୟ ସମୟର ୩ ଦିନ...

ଦ୍ୱିତୀୟ ଡୋଜ୍‌ ଗ୍ରହୀତାଙ୍କୁ ଅଗ୍ରାଧିକାର ଦିଅ

ନୂଆଦିଲ୍ଲୀ,୮ା୫: ଦେଶରେ କରୋନା ଭାକ୍ସିନ ନିଅଣ୍ଟ ହୋଇଥିବାବେଳେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ଥିବା ଗ୍ରହୀତାଙ୍କୁ ଅଗ୍ରାଧିକାର ଦେବା ପାଇଁ ଶୁକ୍ରବାର ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର...

Advertisement
Archives

Model This Week