‘ଗବେଷଣାକୁ ସମ୍ମାନ ଆହୁରି ଉତ୍ସାହିତ କରିବ’

ଲାଞ୍ଜିଗଡ଼,୨୭।୧(ଡି.ଏନ.ଏ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଆଚାର୍ଯ୍ୟ ଏମ୍‌.ଏସ୍‌. ଶେଖରଙ୍କୁ ଜ୍ୟୋତିଷ ଓ ବାସ୍ତୁଶାସ୍ତ୍ରରେ ପାରଦର୍ଶିତା ପାଇଁ ସ୍ବର୍ଣ୍ଣ ପଦକ ସହ ‘ଜ୍ୟୋତିଷ ମହର୍ଷି’ ପରାଶର ସମ୍ମାନ ପ୍ରଦାନ କରାଯାଇଛି। ଭାରତୀୟ ବାସ୍ତୁ ଓ ଜ୍ୟୋତିଷ ଗବେଷଣା କେନ୍ଦ୍ର ପକ୍ଷରୁ ଭୁବନେଶ୍ୱର ସ୍ଥିତ ଏକ ହୋଟେଲରେ ଆୟୋଜିତ ଦଶମ ଅନ୍ତର୍ଜାତୀୟ ଭାରତୀୟ ସଂସ୍କୃତି ଓ ଜ୍ୟୋତିଷ ସମ୍ମିଳନୀ ଅବସରରେ ତାଙ୍କୁ ସମ୍ମାନିତ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦିଲ୍ଲୀର ଖ୍ୟାତନାମା ଜ୍ୟୋତିର୍ବିଦ୍‌ ଜି.ଡି. ବଶିଷ୍ଟ, ସମ୍ମାନିତ ଅତିଥି ଭାବେ ପୂର୍ବତନ ଏମ୍‌ପି ଡ. ପ୍ରସନ୍ନ ପାଟ୍ଟଶାଣୀ, ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ହରିହର ହୋତା, ଜ୍ୟୋତିର୍ବିଦ୍‌ ନିରଞ୍ଜନ ମହାପାତ୍ର ଓ ବାସ୍ତୁବିଦ୍‌ ଡ. ମନୋଜ ଲେଙ୍କା ଯୋଗଦେଇ ଶେଖରଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଜ୍ୟୋତିଷ ଓ ବାସ୍ତୁ କ୍ଷେତ୍ରରେ ଗବେଷଣା କରିବାକୁ ଏହା ତାଙ୍କୁ ଆହୁରି ଉତ୍ସାହିତ କରିବ ବୋଲି ଶେଖର ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଚର୍ଚ୍ଚାରେ କଳାହାଣ୍ଡିର ଅଧ୍ୟାପକ, ଭିଏତନାମରେ କଲେ….

ଭବାନୀପାଟଣା,୪।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂଲିଶ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?