Posted inଫୁରସତ

ହନୁମାନଙ୍କୁ ସମ୍ମାନ ଜଣାଇ ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ ଟ୍ରାକ୍‌। ଏଠାରେ ପ୍ରଭୁ ହନୁମାନଙ୍କୁ ସମ୍ମାନ ଜଣାଇ ଟ୍ରେନ୍‌ ଆପଣାଛାଏଁ ଅଟକିଯାଇଥାଏ ବୋଲି ଲୋକେ କୁହନ୍ତି। ଏହି ମନ୍ଦିରରେ ପାଖ ଦେଇ ଯାଉଥିବା ଟ୍ରେନ୍‌ ନିଜର ସ୍ପିଡ୍‌ କମ୍‌ କରିଥାନ୍ତି। ଏହାଦ୍ୱାରା ଯାତ୍ରାରେ କୌଣସି ବାଧା ସୃଷ୍ଟି ହୋଇ ନ ଥାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି । ମନ୍ଦିରରେ ସମସ୍ତ ମନୋକାମନା ପୂରଣ ହୋଇଥାଏ ବୋଲି ଲୋକେ କୁହନ୍ତି। ସପ୍ତାହର ପ୍ରତି ବୁଧବାର ଏବଂ ମଙ୍ଗଳବାର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶରେ ରହିଛି ବିଶ୍ୱର ସବୁଠୁ ଉଚ୍ଚ ଭଗବାନ ବିଷ୍ଣୁଙ୍କ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ...

ନିଆରା ଗାଁ

ଗାଁ ସହିତ ମଣିଷର ସମ୍ପର୍କ ବହୁ ପ୍ରାଚୀନ। ପ୍ରତ୍ୟେକ ଗାଁ ପ୍ରତ୍ୟେକଙ୍କ ପାଇଁ ସୁନ୍ଦର। ସବୁ ଗାଁରେ ବି କିଛି ନା କିଛି ବିଶେଷତ୍ୱ ରହିଛି।...

ସର୍ଭେରୁ ସାମ୍ନାକୁ ଆସିଲା ତଥ୍ୟ; ପୋଷ୍ଟ ଗ୍ରାଜୁଏଟ୍‌ ମାଗୁଛନ୍ତି ଭିକ, ୧୯୨ ଜଣ ପଢ଼ିଛନ୍ତି ଯୁକ୍ତ ୨

ଜୟପୁର, ୨୪।୮: ଖୁବ୍‌ ଶୀଘ୍ର ଭିକାରୀମୁକ୍ତ ହେବାକୁ ଯାଉଛି ରାଜସ୍ଥାନର ରାଜଧାନୀ ଜୟପୁର। ନିକଟରେ ଭିକାରୀଙ୍କ ଥଇଥାନ ଲାଗି ଜୟପୁର କମିସନରେଟ୍‌ ପୋଲିସ ଥାନାସ୍ତରରେ ସର୍ଭେ...

କବିତା ଲେଖୁଛି ରୋବୋ

ଲଣ୍ଡନ୍‌,୧ା୬: ଆମେକା ରୋବୋ ଫରାସୀ ଓ ଚାଇନିଜ୍‌ ସମେତ ଅନ୍ୟ ଅନେକ ଭାଷା କହିପାରେ, ନିର୍ଦ୍ୱନ୍ଦ୍ୱରେ କବିତା ଲେଖିପାରେ। ଏପରି କି ତାକୁ ଅନୁରୋଧ କଲେ...

ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ବିବାହ କରିବାକୁ ୩୦୦ କିମି ଯାତ୍ରା କରି ପହଞ୍ଚିଲେ ଏହି ଯୁବତୀ: ଏବେ ବଡ଼ଭାଇଙ୍କୁ ବିବାହ କରିବେ ବୋଲି ଦେଇଛନ୍ତି ଧାରଣା

କାନପୁର,୨୯।୮: ଉତ୍ତରପ୍ରଦେଶର କାନପୁରରେ ଏକ ନିଆରା ପ୍ରେମକାହାଣୀ ଦେଖିବାକୁ ମିଳିଛି। ଜଣେ ଯୁବତୀ ନିଜର ହ୍ବାଟ୍ସଆପ୍‌ ପ୍ରେମିକଙ୍କୁ ଭେଟିବା ପାଇଁ ୩୦୦ କିମି ଯାତ୍ରା କରି...

ଏମିତି ବି ଘର

ରହିବା ପାଇଁ ଘରଟିଏ ସମସ୍ତେ ଚାହାନ୍ତି। ଏଇ ଘର କେବଳ ଯେ, ଖରା, ବର୍ଷା, ଶୀତରୁ ସୁରକ୍ଷା ଦିଏ ତାହା ନୁହେଁ, ବେଳେବେଳେ କିଛି ଘରର...

ଶିଶୁକନ୍ୟାଙ୍କ ଜୀବନ ନେଲା ମାଆଙ୍କ ଚୁମ୍ବନ

ଆମେରିକା: ନିଜ ସନ୍ତାନକୁ ଜଣେ ମାଆ ଚୁମ୍ବନ ଦେବା ବା ଗେଲ କରିବା ସାଧାରଣ କଥା। ମାତ୍ର ଏହା କେତେ କ୍ଷତିକାରକ ତାହା ସାମ୍ନାକୁ ଆସିଥିବା...

ମୋଦିଙ୍କ ମିମିକ୍ରି ଭିଡିଓ ଭାଇରାଲ, ଶୁଣିଲେ ହସିହସି ଗଡ଼ିଯିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମିମିକ୍ରି କରିବାରେ ଶ୍ୟାମ୍‌ ରଙ୍ଗିଲାଙ୍କ ଭିଡିଓ ବେଶ୍‌ ଚର୍ଚ୍ଚା ପାଲଟିଛି। ଶ୍ୟାମ୍‌ ଏବେ ଆଉ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ...

Advertisement
Archives

Model This Week