ତାଇଓ୍ବାନ ସମରାଭ୍ୟାସର ଜବାବ: ୩୭ ଫାଇଟର ଜେଟ୍‌-ଯୁଦ୍ଧପୋତ ପଠାଇଲା ଚାଇନା…

ବେଜିଂ/ତାଇପେ,୨୨।୭ : ତାଇଓ୍ବାନ ସେନାର ସମରାଭ୍ୟାସ ଏବଂ ପ୍ରସ୍ତୁତିର ଜବାବ ଦେଇଛି ଚାଇନା ନିଜର ଶକ୍ତି ପ୍ରଦର୍ଶନ କରି ଚାଇନା ୩୭ ଫାଇଟର ଜେଟ୍‌ ଏବଂ ଯୁଦ୍ଧପୋତ ତାଇୱାନ ଆଡକୁ ପଠାଇଛି। ତାଇଓ୍ବାନ ସ୍ବୟଂଶାସିତ ଅଞ୍ଚଳର ପ୍ରତିରକ୍ଷା ମନ୍ତ୍ରଣାଳୟ ଶନିବାର ଏହି ସୂଚନା ଦେଇଛି।

ଚାଇନା ଏହି ପଦକ୍ଷେପ ନେଇଛି ଯେଉଁ ସମୟରେ ତାଇୱାନ ସାମରିକ ଅଭ୍ୟାସ ପାଇଁ ପ୍ରସ୍ତୁତ ହେଉଛି। ଯେତେବେଳେ ସମୟ ଆସିବ ଚାଇନାର ଆକ୍ରମଣର ମୁକାବିଲା ପାଇଁ ତାଇଓ୍ବାନ ସେନା ପକ୍ଷରୁ ଏଭଳି ପ୍ରସ୍ତୁତି କରାଯାଉଛି। ଆସନ୍ତା ସପ୍ତାହରେ ବାର୍ଷିକ ହାନ କୁଆଙ୍ଗ ସମରାଭ୍ୟାସ କରିବାକୁ ତାଇୱାନ ପ୍ରସ୍ତୁତ ହେଉଛି। ତାଇୱାନକୁ ଭୟଭୀତ କରିବାକୁ ଚାଇନା କ୍ରମାଗତ ଚେଷ୍ଟା କରୁଛି।
୨୨ ଟି ଚାଇନା ଯୁଦ୍ଧ ବିମାନ ତାଇୱାନ ଷ୍ଟ୍ରାଇଟର କେନ୍ଦ୍ର ରେଖା ଅତିକ୍ରମ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri