Posted inଜାତୀୟ

ଏଲ୍‌ଓସିର ସୁରକ୍ଷା ଦାୟିତ୍ୱ ଏବେ ମହିଳା ଅଫିସରଙ୍କ ହାତରେ…

ଶ୍ରୀନଗର, ୫।୮: ଏବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା(ଏଲ୍‌ଓସି)ର ସୁରକ୍ଷା ଦାୟିତ୍ୱ ମହିଳା ଅଫିସରଙ୍କ ହାତରେ ରହିଛି। ଏଠାରେ ଆସାମ ରାଇଫଲ୍ସ୍‌ର ମହିଳା ଅଫିସରଙ୍କୁ ପ୍ରଥମ ଥର ପାଇଁ ମୁତୟନ କରାଯାଇଛି। ହାତରେ ରାଇଫଲ୍‌ ଧରି ମହିଳା ଅଫିସରମାନେ ନିୟନ୍ତ୍ରଣ ରେଖା ଉପରେ ସତର୍କ ଦୃଷ୍ଟି ରଖିଛନ୍ତି। ପୁରୁଷ ଅଫିସରଙ୍କ ସହିତ ମହିଳା ଅଫିସରମାନେ ଶତ୍ରୁପକ୍ଷର ଫରଓ୍ବାର୍ଡ ପୋଷ୍ଟ ଉପରେ ଦୃଷ୍ଟି ରଖିଛନ୍ତି। ସମୁଦ୍ର ପତ୍ତନଠାରୁ ୧୦ ହଜାର ଫୁଟ ଉଚ୍ଚରେ ସାଧନା ଗିରିପଥରେ ମହିଳା ଅଫିସରଙ୍କୁ ମୁତୟନ କରାଯାଇଛି। ଏହି ଅଞ୍ଚଳର ପାକିସ୍ତାନ ଅଧିକୃତ କଶ୍ମୀର ନିକଟରେ ରହିଛି। ଏହି ଅଞ୍ଚଳରେ ଥିବା ତଙ୍ଗଧାର ଏବଂ ତିଥଓ୍ବାଲ ମଧ୍ୟରେ ୪୦ରୁ ଅଧିକ ଗାଁ ରହିଛି। ବହୁ ସମୟରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ଏସବୁ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାଚିଲେ କେନ୍ଦ୍ରମନ୍ତ୍ରୀ, କମେଣ୍ଟ କଲେ ମୋଦି

ଦିଲ୍ଲୀ,୧।୧୦: ଅରୁଣାଚଳ ପ୍ରଦେଶ କାଜଲଙ୍ଗା ଗାଁର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରକଳ୍ପ ସମୀକ୍ଷା ପାଇଁ ଯାଇଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ। ପାରମ୍ପରିକ ରୀତିନୀତିରେ ସେଠାରେ...

ଦିଲ୍ଲୀରୁ ଖୁସି ଖବର, ଭାରତକୁ ମିଳିବ ନୂଆ ଭାକ୍ସିନ୍‌ ଜାୟକୋଭ୍‌-ଡି…

ନୂଆଦିଲ୍ଲୀ,୧।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଳାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍‌, ସିରମ୍‌...

ଅକ୍ଷୟ କୁମାର କାନାଡାର ନାଗରିକ: ଲଢି ପାରିବେନି ନିର୍ବାଚନ!

ନୂଆଦିଲ୍ଲୀ,୨୨।୪: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ଲୋକ ସଭା ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଚାଲିଛି। ହେବେ ସୋସିଆଲ ମିଡିଆରେ ଏବେ ଆଉ...

ଟିକା ନେବା ପରେ ମୁକ ବ୍ୟକ୍ତି କହିଲେ କଥା

ରାଞ୍ଚି,୧୩ା୧: ଭାରତୀୟ ଟିକାର ଆଉ ଏକ ଚମତ୍କାରିତା ଦେଖିବାକୁ ମିଳିଛି। ଟିକା ନେବା ପରେ ଜଣେ ବ୍ୟକ୍ତିଙ୍କ କଥା କହିବା ଶକ୍ତି ଫେରିଛି। ୫ ବର୍ଷ...

କରୋନା ସଙ୍କଟ ମଧ୍ୟରେ ମୋଦିଙ୍କ ସହ କଥା ହେଲେ ଉଦ୍ଧବ: ମାଗିଲେ ୧୫୦୦ ଏମ୍‌ଟି ଅକ୍ସିଜେନ୍‌

ମୁମ୍ବାଇ,୧୭।୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଦେଶର ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହାର ସବୁଠାରୁ ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ...

ପଶ୍ଚିମବଙ୍ଗରେ ବହିଲା ରକ୍ତର ନଦୀ

କୋଲକାତା,୧୮ ।୨:ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲା ନିମଟିଟା ରେଲୱେ ଷ୍ଟେଶନରେ ବୁଧବାର ଅଜ୍ଞାତ ଆକ୍ରମଣକାରୀଙ୍କ ଦ୍ୱାରା ହୋଇଥିବା ବୋମା ମାଡରେ ମନ୍ତ୍ରୀ ଜାକିର ହୁସେନ ଗୁରୁତର ଆହତ...

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ...

ଭୁଲ୍‌ରେ ଫ୍ରିଜ୍‌ରେ ରଖନ୍ତୁ ନାହିଁ ଏହି ୬ଟି ଜିନିଷ

ସାଧାରଣତଃ ବ୍ୟସ୍ତବହୁଳତା ଜୀବନ ଯୋଗୁ ଲୋକମାନେ ସପ୍ତାହର ପନିପରିବା ଆଣି ଫ୍ରିଜ୍‌ରେ ରଖିଦେଇଥାନ୍ତି। ପ୍ରାୟ ସମୟରେ ଏହି ପନିପରିବା ବହୁଦିନ ପର୍ଯ୍ୟନ୍ତ ଫ୍ରିଜ୍‌ରେ ରହିଯାଇଥାଏ। ହେଲେ...

Advertisement
Archives

Model This Week