Posted inଜାତୀୟ

ଏଲ୍‌ଓସିର ସୁରକ୍ଷା ଦାୟିତ୍ୱ ଏବେ ମହିଳା ଅଫିସରଙ୍କ ହାତରେ…

ଶ୍ରୀନଗର, ୫।୮: ଏବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା(ଏଲ୍‌ଓସି)ର ସୁରକ୍ଷା ଦାୟିତ୍ୱ ମହିଳା ଅଫିସରଙ୍କ ହାତରେ ରହିଛି। ଏଠାରେ ଆସାମ ରାଇଫଲ୍ସ୍‌ର ମହିଳା ଅଫିସରଙ୍କୁ ପ୍ରଥମ ଥର ପାଇଁ ମୁତୟନ କରାଯାଇଛି। ହାତରେ ରାଇଫଲ୍‌ ଧରି ମହିଳା ଅଫିସରମାନେ ନିୟନ୍ତ୍ରଣ ରେଖା ଉପରେ ସତର୍କ ଦୃଷ୍ଟି ରଖିଛନ୍ତି। ପୁରୁଷ ଅଫିସରଙ୍କ ସହିତ ମହିଳା ଅଫିସରମାନେ ଶତ୍ରୁପକ୍ଷର ଫରଓ୍ବାର୍ଡ ପୋଷ୍ଟ ଉପରେ ଦୃଷ୍ଟି ରଖିଛନ୍ତି। ସମୁଦ୍ର ପତ୍ତନଠାରୁ ୧୦ ହଜାର ଫୁଟ ଉଚ୍ଚରେ ସାଧନା ଗିରିପଥରେ ମହିଳା ଅଫିସରଙ୍କୁ ମୁତୟନ କରାଯାଇଛି। ଏହି ଅଞ୍ଚଳର ପାକିସ୍ତାନ ଅଧିକୃତ କଶ୍ମୀର ନିକଟରେ ରହିଛି। ଏହି ଅଞ୍ଚଳରେ ଥିବା ତଙ୍ଗଧାର ଏବଂ ତିଥଓ୍ବାଲ ମଧ୍ୟରେ ୪୦ରୁ ଅଧିକ ଗାଁ ରହିଛି। ବହୁ ସମୟରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇ ଏସବୁ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri