ଅବସାଦ ପାଇଁ ଦାୟୀ ଅସନ୍ତୁଳିତ ଜୀବନଶୈଳୀ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଆମେ ନିଜର ଜୀବନଶୈଳୀ ପ୍ରତି ସତର୍କ ହେବା ନିହାତି ଜରୁରୀ। ଖାଦ୍ୟପେୟ ପ୍ରତି ଯତ୍ନବାନ ହେବା ସହ ନିଜେ କିପରି ସୁସ୍ଥ ରହିବା ସେ ନେଇ ସ୍ବତନ୍ତ୍ର ଦୃଷ୍ଟି ଦେବା ଆବଶ୍ୟକ। କେତେକ ବ୍ୟକ୍ତି ନିଜର ଜୀବନଶୈଳୀକୁ ଆବଶ୍ୟକ ମୁତାବକ ଗୁରୁତ୍ୱ ଦେଇ ନ ଥାନ୍ତି। ଫଳତଃ ସେମାନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ନିକଟରେ ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ଗବେଷଣାରୁ ଜଣାପଡିଛି ଯେ, ଅଧିକାଂଶ ସମୟ ଅବସାଦଗ୍ରସ୍ତ ରହିବା ପଛରେ ଅସନ୍ତୁଳିତ ଜୀବନଶୈଳୀର ଭୂମିକା ରହିଛି। ଏପରି ସିଦ୍ଧାନ୍ତରେ ପହଞ୍ଚତ୍ବା ପୂର୍ବରୁ ସେମାନେ ଅଧିକାଂଶ ସମୟ ଅବସାଦଗ୍ରସ୍ତ ରହୁଥିବା କେତେକ ବ୍ୟକ୍ତିଙ୍କର ଜୀବନଶୈଳୀକୁ ପରୀକ୍ଷା କରି ଏପରି ତଥ୍ୟ ପ୍ରକାଶ କରିଛନ୍ତି। ତେବେ ଏପରି ସମସ୍ୟାଠାରୁ ନିଜକୁ ଦୂରେଇ ରଖିବା ପାଇଁ ନିଜ ଜୀବନଶୈଳୀ ପ୍ରତି ଦୃଷ୍ଟି ଦେବାକୁ ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋ ସ୍ତର ଏତେ ତଳକୁ ଖସିନାହିଁ..’, ବିଜୟକୁ ନେଇ ମୁହଁ ଖୋଲିଲେ ରଜନୀକାନ୍ତ

ନୂଆଦିଲ୍ଲୀ,୧୭ା୫: ସାଉଥ ସୁପରଷ୍ଟାର ରଜନୀକାନ୍ତ ରବିବାର (୧୭ ମଇ) ଚେନ୍ନାଇସ୍ଥିତ ତାଙ୍କ ବାସଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମରେ, ସେ ତାମିଲନାଡୁ ବିଧାନସଭା ନିର୍ବାଚନ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri