ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ, ୧୭ ଜୀବନ୍ତ ଦଗ୍ଧ…

ବେଜିଂ, ୨୮।୯ : ଚାଇନାର ପୂର୍ବାଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୭ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ବହୁ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରେ କେତେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଗଣମାଧ୍ୟମ ସଂସ୍ଥା ଏଏଫପି ପକ୍ଷରୁ ଏସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି।

ବୁଧବାର ମଧ୍ୟାହ୍ନ ୧୨ଟା ୪୦ରେ ଚାଙ୍ଗଚୁନ୍‌ରେ ଥିବା ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟିଥିବା ସ୍ଥାନୀୟ ପ୍ରଶାସନ କହିଛି। ମଧ୍ୟାହ୍ନ ଭୋଜନ ପାଇଁ ରେଷ୍ଟୁରାଣ୍ଟରେ ଭିଡ଼ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେରାଓ୍ବିକ୍‌ ସମ୍ମାନ ପାଇବେ ପ୍ରଧାନମନ୍ତ୍ରୀ

ହୋଷ୍ଟନ, ୨୮ା୨: ଭାରତରେ ପରିବେଶ ଓ ଉର୍ଜା କ୍ଷେତ୍ରରେ ସ୍ଥାୟୀ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେରାଓ୍ବିକ୍‌ ଗ୍ଲୋବାଲ ଏନର୍ଜି ଆଣ୍ଡ ଏନ୍‌ଭାରଇନମେଣ୍ଟ ପୁରସ୍କାର...

କୋହିନୁର ପିନ୍ଧିବେ ନାହିଁ ରାଣୀ କାମିଲା, ଭାରତୀୟ ଅଧିକାରୀ କହିଲେ ଏହା ଔପନିବେଶିକ ଅତୀତର ସ୍ମୃତିକୁ ଫେରାଇ ଆଣିବ

ଲଣ୍ଡନ,୧୪ ।୧୦: ବ୍ରିଟେନ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ମୃତ୍ୟୁ ପରେ ଏବେ ରାଜ ପରିବାରର କିଙ୍ଗ ଚାର୍ଲସ ତୃତୀୟ ଇଂଲଣ୍ଡର ନୂଆ ରାଜା ଓ ତାଙ୍କ...

ତାଲିବାନର ଅସଲ ଚେହେରା: ପୋଷାକ ଖୋଲି ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ

କାବୁଲ,୯ ।୯: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ଏବେ ସେଠାରେ ସରକାର ମଧ୍ୟ ଗଠନ କରାଯାଇଛି । ତାଲିବାନ ଶାସନରେ ଭୟଭୀତ ହୋଇପଡିଥିବା...

କରୋନାକୁ ଫୁ: ମ୍ୟୁଜିକ୍‌ ଫେଷ୍ଟିଭାଲରେ ନାଚିଲେ ଲୋକେ…

ଲଣ୍ଡନ, ୩।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ବ୍ରିଟେନ୍‌ରେ ଲୋକେ କରୋନା ସଂକ୍ରମଣକୁ ଫୁ ମନେକରି...

ନୂଆ ମୋଡ଼ରେ ବ୍ରାଜିଲ ରାଷ୍ଟ୍ରପତି ନିର୍ବାଚନ,ବୋଲସୋନାରୋ-ଲୁଲାଙ୍କ ମଧ୍ୟରେ ବିତର୍କ…

ବ୍ରାସିଲିଆ,୧୭।୧୦ : ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ନୂଆ ମୋଡ଼ରେ ପହଞ୍ଚିଛି। ନିର୍ବାଚନ ପ୍ରଚାର ଚାଲିଥିବାରୁ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ବିତର୍କ ମଧ୍ୟ ତୀବ୍ର ହେବାରେ ଲାଗିଛି।...

ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା : ବାଇଡେନଙ୍କ ପରେ ଏବେ ରୁଷିଆ ଭାରତକୁ କଲା ସମର୍ଥନ…

ମସ୍କୋ,୨୫।୯ : ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ରୁଷିଆ ପୁଣି ଥରେ ଖୋଲାଖୋଲି ଭାବେ ଭାରତକୁ ସମର୍ଥନ କରିଛି। ମିଳିତ ଜାତିସଂଘର...

ପପ ଷ୍ଟାର ତଥା ଅଭିନେତ୍ରୀ ଓଲିଭିଆ ନିଉଟନ ଜନଙ୍କ ପରଲୋକ

ୱାଶିଂଟନ,୯ ।୮: ଚାରି ଥର ଗ୍ରାମି ଆୱାର୍ଡ ବିଜେତା ଗାୟିକା ତଥା ଅଭିନେତ୍ରୀ ଓଲିଭିଆ ନ୍ୟୁଟନ ଜନଙ୍କର ୭୩ ବର୍ଷ ବୟସରେ ପରଲୋକ ହୋଇଛି ।...

ମାନବତା ପାଇଁ ସୈନ୍ୟ ଫେରାଇ ଆଣ, ପୁଟିନ୍‌ଙ୍କୁ ଜାତିସଂଘ ମହାସଚିବଙ୍କ ଅନୁରୋଧ …

ଜେନେଭା,୨୪।୨ : ୟୁକ୍ରେନକୁ ନେଇ ରୁଷିଆ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ରୁଷ୍ରିାର ରାଷ୍ଟ୍ରପତି...

Advertisement
Archives

Model This Week