Posted inଫୁରସତ

କୁକୁରଙ୍କ ପାଇଁ ରେଷ୍ଟୁରାଣ୍ଟ

ଯେଉଁମାନେ ଘରେ ପେଟ୍‌ ରଖିଥାନ୍ତି, ସେମାନଙ୍କ ପାଇଁ ତାଙ୍କ ପେଟ୍‌ ପରିବାରର ସଦସ୍ୟ ଭଳି ହୋଇଥାନ୍ତି। ସେମାନେ ତାଙ୍କୁ ସବୁ ପ୍ରକାରର ସୁବିଧା ସୁଯୋଗ ଦେବାକୁ ଚାହାନ୍ତି। କିନ୍ତୁ ଯେତେବେଳେ କୌଣସି ରେଷ୍ଟୁରାଣ୍ଟକୁ ଯିବାକୁ ହୁଏ, ସେତେବେଳେ ସେମାନଙ୍କୁ ନେବା ସମ୍ଭବ ହୁଏନା। କାରଣ ଅଧିକାଂଶ ସ୍ଥାନରେ ପେଟ୍‌ଙ୍କୁ ନେବା ମନା ଥାଏ। ଏହାକୁ ଦୃଷ୍ଟିରେ ରଖି ଆମେରିକାର ସାନଫ୍ରାନ୍ସିସ୍କୋରେ ଏକ ଖାସ୍‌ ରେଷ୍ଟୁରାଣ୍ଟ ଖୋଲା ଯାଇଛି। ଏଠାରେ କେବଳ ପେଟ୍‌ ଡଗ୍‌ଙ୍କ ପାଇଁ ସ୍ବାଦିଷ୍ଟ ବ୍ୟଞ୍ଜନ ପରଷା ଯାଇଥାଏ। ଉକ୍ତ ରେଷ୍ଟୁରାଣ୍ଟର ନାମ ହେଉଛି ‘ଡଗ୍ୟୁ’। ଏଠି କୁକୁରଙ୍କ ମନପସନ୍ଦର ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରାଯାଇଥାଏ। ଯେଉଁଥିରେ ପେଷ୍ଟ୍ରିଜ୍‌ ଓ ଚାରକୋଲ ସହ ମିଶ୍ରିତ କ୍ରିମି ଡ୍ରିଙ୍କ ଡଗୋଚିନୋ ଅନ୍ୟତମ। ରବିବାର ଦିନ ଏହା ‘ବୋନ ଆପେଟାଇଟ୍‌ କାଫେ’ରେ ପରିବର୍ତ୍ତିତ ହୋଇଯାଏ। ଆଉ ୩ କୋର୍ସ ମେନ୍ୟୁ ମିଳେ। ସେପୁଣି ସୁନ୍ଦରଭାବେ ଗାର୍ନିଶ କରାଯାଇ। ତେଣୁ ଏହି ରେଷ୍ଟୁରାଣ୍ଟକୁ ପେଟ୍‌ ମାଲିକମାନେ ବେଶ୍‌ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ବିବାହ: ନାତୁଣୀ ବୟସର ଯୁବତୀଙ୍କୁ ବିବାହ କଲେ ୬୬ ବର୍ଷୀୟ ବୃଦ୍ଧ, କାରଣ ଜାଣିଲେ ହୋଇଯିବେ ତାଜୁବ

ସିମ୍‌ଲା,୩୦।୪: ହିମାଚଳ ପ୍ରଦେଶରେ ହେଉଥିବା ବିବାହ ଦେଶବ୍ୟାପୀ ନିରନ୍ତର ଦୃଷ୍ଟି ଆକର୍ଷଣ କରୁଛି। ପ୍ରଥମେ ଦୁଇଟି ଭାଇଙ୍କ ଗୋଟିଏ କନ୍ୟାକୁ ବିବାହ କରିବା ଆଲୋଚନା ସୃଷ୍ଟି କରିଛି,…

କ୍ୟାବ୍‌ ଡ୍ରାଇଭରଙ୍କ ଝିଅ ହେଲେ CBI ଅଫିସର, ଲୋକଙ୍କୁ ସଫଳତାର କାହାଣୀ କହି ବାପା…

ଲକ୍ଷ୍ନୌ,୨୯ା୪: ବେଳେବେଳେ ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ସାମ୍ନାକୁ ଆସେ ଯାହା ହୃଦୟକୁ ଛୁଇଁଯାଏ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ…

ନ୍ୟୁୟର୍କର ସବୁଠାରୁ ମହଙ୍ଗା ରାସ୍ତାରେ ଦେଶୀ ବିବାହ ଶୋଭାଯାତ୍ରା, ବଲିଉଡ୍‌ ଗୀତରେ ଧୂମ୍‌ ନାଚିଲେ ବରକନ୍ୟା

ବିଦେଶୀ ରାସ୍ତାରେ ଅନେକ କିଛି ଦେଖିଥିବେ। କିନ୍ତୁ ଯେତେବେଳେ ବିଶ୍ୱର ସବୁଠାରୁ ମହଙ୍ଗା ଏବଂ ବ୍ୟସ୍ତବହୁଳ ରାସ୍ତା ମଧ୍ୟରୁ ଗୋଟିଏ ନ୍ୟୁୟର୍କର ଫିପ୍‌ଥ ଆଭେନ୍ୟୁର ଏକ ଦେଶୀ…

ଆପଣଙ୍କ ମୃତ୍ୟୁ ପରେ କିଏ ଚଲାଇବ Facebook-Instagram? ସରକାର ଆଣିଲେ ଉତ୍ତରାଧିକାରୀ ବାଛିବା ନିୟମ

ନୂଆଦିଲ୍ଲୀ,୨୮।୪: Facebook, Instagram, WhatsApp, LinkedIn, ଏବଂ Telegram ଭଳି ଡିଜିଟାଲ ସମ୍ପତ୍ତିଗୁଡ଼ିକ ବ୍ୟକ୍ତିଗତ ସଂସ୍ଥା। ଏହି ପ୍ଲାଟଫର୍ମ ମଧ୍ୟରେ, କେବଳ ବାହାର ଲୋକ ହସ୍ତକ୍ଷେପ ନୁହେଁ…

କେଉଁ ଦେଶର ଲୋକ ଅଧିକ ଦେଖନ୍ତି ପର୍ଣ୍ଣ? ଲିଷ୍ଟରେ ଭାରତର ସ୍ଥାନ…

ନୂଆଦିଲ୍ଲୀ,୨୫।୪: ବିହାରର ପୂର୍ଣ୍ଣିଆର ସ୍ୱାାଧୀନ ଏମପି ପପ୍ପୁ ଯାଦବ ଏକ ଏପରି ବୟାନ ଦେଇଛନ୍ତି ଯାହା ସମଗ୍ର ଦେଶରେ ରାଜନୈତିକ ପରିବେଶକୁ ଉଷ୍ମ କରିଦେଇଛି। ମହିଳାଙ୍କ ପାଇଁ…

୨୦୨୬ରେ ହେବ ପ୍ରଚଣ୍ଡ ଗରମ, ପଡିବ ମରୁଡି! ଚମକାଇଲା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୪: ବୁଲଗେରିଆର ଭବିଷ୍ୟବକ୍ତା ବାବା ଭେଙ୍ଗା ତାଙ୍କର ଅନେକ ସଠିକ ଭବିଷ୍ୟବାଣୀ ପାଇଁ ଜଣାଶୁଣା। ପୁଣିଥରେ, ତାଙ୍କର ଭବିଷ୍ୟବାଣୀ ଶିରୋନାମା ପାଲଟିଛି, କିନ୍ତୁ ଏହା ଭୟଙ୍କର ।…

ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍‌

ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri