Posted inଫୁରସତ

ଲହଡ଼ି ମାରୁଛି ବନ୍ୟାପାଣି, ରେଷ୍ଟୁରାଣ୍ଟରେ ଖାଦ୍ୟର ମଜା ନେଉଛନ୍ତି ଗ୍ରାହକ

କରୋନା ମହାମାରୀ ଯୋଗୁ ଥାଇଲାଣ୍ଡର ଲୋକେ ବହୁ ସମସ୍ୟାରେ ପଡ଼ିଥିଲେ। ଏବେ ପୁଣି ବନ୍ୟା। ଫଳରେ ଲୋକଙ୍କ ସମସ୍ୟା ଦ୍ୱିଗୁଣିତ ହୋଇପଡ଼ିଛି। ଏହି ସମୟରେ ଜଣେ ରେଷ୍ଟୁରାଣ୍ଟ ମାଲିକ ଯେଉଁ ନିଷ୍ପତ୍ତି ନେଇଛନ୍ତି ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ।

ରିଭରସାଇଡ୍‌ ରେଷ୍ଟୁରାଣ୍ଟ ମାଲିକ ଟିଟିପର୍ନ ଜୁତିମାନୋନଙ୍କୁ ଲାଗିଲା କି ତାଙ୍କ ବ୍ୟବସାୟ ବୁଡ଼ିଯିବ। କାରଣ ପୂର୍ବରୁ କରୋନା ଏବେ ପୁଣି ବନ୍ୟା। ତେଣୁ ସେ ଚିନ୍ତା କଲେ ସେହି ବନ୍ୟାପାଣିରେ ହିଁ ରେଷ୍ଟୁରାଣ୍ଟ ଖୋଲିବେ। ଫଳରେ ଲୋକେ ଖାଇବା ପାଇଁ ଯେଉଁ ସମସ୍ୟା ଉପୁଜୁଛି ତାହା ଦୂର ହୋଇଯିବ। ଶେଷରେ ଟିଟିପର୍ନ ରେଷ୍ଟୁରାଣ୍ଟ ଖୋଲିଲେ। ଲୋକଙ୍କୁ ତାଙ୍କ ମନପସନ୍ଦର ଖାଦ୍ୟ ମିଳୁଛି। ବର୍ତ୍ତମାନ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ରେଷ୍ଟୁରାଣ୍ଟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଗ୍ରାହକଙ୍କ ବସିବା ପାଇଁ ପାଣି ଭିତରେ ସମସ୍ତ ସୁବିଧା କରାଯାଇଛି। ଲୋକେ ଏଠାରେ ବସି ଡିପ୍‌ ଡାଇନିଂର ମଜା ନେଉଛନ୍ତି। ରେଷ୍ଟୁରାଣ୍ଟ ମାଲିକ କୁହନ୍ତି, ଗ୍ରାହକମାନେ ପୂରା ଆନନ୍ଦିତ ହେଉଛନ୍ତି। ଲୋକେ ଖାଇବା ସହ ଲହଡ଼ିର ମଜା ବି ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri