Posted inଫୁରସତ

ଲହଡ଼ି ମାରୁଛି ବନ୍ୟାପାଣି, ରେଷ୍ଟୁରାଣ୍ଟରେ ଖାଦ୍ୟର ମଜା ନେଉଛନ୍ତି ଗ୍ରାହକ

କରୋନା ମହାମାରୀ ଯୋଗୁ ଥାଇଲାଣ୍ଡର ଲୋକେ ବହୁ ସମସ୍ୟାରେ ପଡ଼ିଥିଲେ। ଏବେ ପୁଣି ବନ୍ୟା। ଫଳରେ ଲୋକଙ୍କ ସମସ୍ୟା ଦ୍ୱିଗୁଣିତ ହୋଇପଡ଼ିଛି। ଏହି ସମୟରେ ଜଣେ ରେଷ୍ଟୁରାଣ୍ଟ ମାଲିକ ଯେଉଁ ନିଷ୍ପତ୍ତି ନେଇଛନ୍ତି ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ।

ରିଭରସାଇଡ୍‌ ରେଷ୍ଟୁରାଣ୍ଟ ମାଲିକ ଟିଟିପର୍ନ ଜୁତିମାନୋନଙ୍କୁ ଲାଗିଲା କି ତାଙ୍କ ବ୍ୟବସାୟ ବୁଡ଼ିଯିବ। କାରଣ ପୂର୍ବରୁ କରୋନା ଏବେ ପୁଣି ବନ୍ୟା। ତେଣୁ ସେ ଚିନ୍ତା କଲେ ସେହି ବନ୍ୟାପାଣିରେ ହିଁ ରେଷ୍ଟୁରାଣ୍ଟ ଖୋଲିବେ। ଫଳରେ ଲୋକେ ଖାଇବା ପାଇଁ ଯେଉଁ ସମସ୍ୟା ଉପୁଜୁଛି ତାହା ଦୂର ହୋଇଯିବ। ଶେଷରେ ଟିଟିପର୍ନ ରେଷ୍ଟୁରାଣ୍ଟ ଖୋଲିଲେ। ଲୋକଙ୍କୁ ତାଙ୍କ ମନପସନ୍ଦର ଖାଦ୍ୟ ମିଳୁଛି। ବର୍ତ୍ତମାନ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ରେଷ୍ଟୁରାଣ୍ଟର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ଗ୍ରାହକଙ୍କ ବସିବା ପାଇଁ ପାଣି ଭିତରେ ସମସ୍ତ ସୁବିଧା କରାଯାଇଛି। ଲୋକେ ଏଠାରେ ବସି ଡିପ୍‌ ଡାଇନିଂର ମଜା ନେଉଛନ୍ତି। ରେଷ୍ଟୁରାଣ୍ଟ ମାଲିକ କୁହନ୍ତି, ଗ୍ରାହକମାନେ ପୂରା ଆନନ୍ଦିତ ହେଉଛନ୍ତି। ଲୋକେ ଖାଇବା ସହ ଲହଡ଼ିର ମଜା ବି ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri