Posted inଜାତୀୟ

ପୁରୁଣା ରେଲୱେ କୋଚରେ ରେସ୍ତୋରାଁ

ନାଗପୁର,୬ ।୨: ମହାରାଷ୍ଟ୍ର ନାଗପୁର ରେଲୱେ ଷ୍ଟେଶନ ବାହାରେ ନାଗପୁର ଡିଭିଜନର ସେଣ୍ଟ୍ରାଲ ରେଲୱେ ପକ୍ଷରୁ ଖୋଲାଯାଇଛି ‘ରେଷ୍ଟୁରାଣ୍ଟ ଅନ୍ ହ୍ୱିଲ୍ସ’ । ଟେଣ୍ଡର ମାଧ୍ୟମରେ ଏକ ପୁରୁଣା ରେଳ ବଗିକୁ ରେସ୍ତୋରାଁରେ ପରିବର୍ତ୍ତନ କରାଯାଇଛି । ଏହା ହଲଦିରାମସ୍ ଦ୍ୱାରା ପରିଚାଳିତ ହେବ । ଏହାକୁ ନେଇ ନାଗପୁର ଡିଭିଜନର, ଡିଭିଜନାଲ ରେଲୱେ ମ୍ୟାନେଜର ରିଚା ଖାରେ କହିଛନ୍ତି, ପ୍ରଥମଥର ଲାଗି ଏକ ରେଳ ବଗିକୁ ରେସ୍ତୋରାଁର ରୂପ ଦିଆଯାଇଛି । ଯଦି ଏହା ଭଲ ଚାଲିଲା ତେବେ ଭବିଷ୍ୟତକୁ ଅଲଗା ଜିଲାମାନଙ୍କରେ ବି ଏମିତି କରାଯିବ ।
ଖାରେ କହିଛନ୍ତି ପ୍ରଥମେ ରେଲୱେ କୋଚକୁ ଟ୍ରାକ ଉପରୁ ବାହାରକୁ ଆଣିବା କାଠିକର ପାଠ ଥିଲା । ଯେତେବେଳେ କରୋନା ମହାମାରୀର ୨ୟ ଓ ୩ୟ ଲହର ଚାଲିଥିଲା ସେତେବେଳେ ଆମେ ଏହି କୋଚକୁ ବାହାରକୁ ଆଣିଛୁ । ଜଣେ ଗ୍ରାହକ କହିଛନ୍ତି ଏହି ରେଲୱେ କୋଚରୁ ତିଆରି ହୋଇଥିବା ରେସ୍ତୋରାଁରେ ବସି ଖାଇବା ସମୟରେ ଲାଗୁଛି ଯେମିତି ଆମେ ମହାରାଜା ଏକ୍ସପ୍ରେସରେ ଯାତ୍ରା କରୁଛୁ ଓ ତା’ରି ଭିତରେ ଖାଦ୍ୟ ଖାଉଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଓଓ୍ବାଇସିଙ୍କ ଉପରେ ବର୍ଷିଲେ ଦିଗ୍‌ବିଜୟ

ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳରେ ପ୍ରକାଶ ପାଇବା ପରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଉପରେ ବର୍ଷିଛନ୍ତି। ତାଙ୍କ...

ଅଗଷ୍ଟ ତୃତୀୟ ସପ୍ତାହରେ ରୁଷ ଯିବେ ଯୋଗୀ

ଲକ୍ଷ୍ନୌ,୩୦।୭: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଗଷ୍ଟ ତୃତୀୟ ସପ୍ତାହରେ ରୁଷ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଏହି ୨ ଦିନିଆ ଗସ୍ତରେ...

ପ୍ରବଳ ତାତିରେ ବିଦ୍ୟୁତ୍‌ ସଙ୍କଟ ଘନେଇଲା, ରେଳବାଇ ନେଲା ନୂଆ ପଦକ୍ଷପ …

ନୂଆଦିଲ୍ଲୀ, ୨୮।୪ : ଦେଶର ତାତି ଲଗାତାର ବୃଦ୍ଧି ପାଉଥିବାବେଳେ ବହୁ ସ୍ଥାନରେ ବିଦ୍ୟୁତ୍‌ ସଙ୍କଟ ଦେଖାଦେଇଛି। ବିଦ୍ୟୁତ୍‌ କାଟ ହେଉଥିବାରୁ ଅସହ୍ୟ ତାତିରେ ଲୋକେ...

ଆର୍ୟନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୮।୧୦: ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟ୍ୟନଙ୍କୁ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଶେଷରେ ଜାମିନ ମିଳିଛି। ଗୁରୁବାର ବମ୍ବେ ହାଇକୋର୍ଟ ଲଗାତର ୩ ଦିନ ଶୁଣାଣି...

ଭାଜପାର ୩ନେତାଙ୍କୁ ଓ୍ବାଇ ପ୍ଲସ୍‌ ସୁରକ୍ଷା

ନୂଆଦିଲ୍ଲୀ,୬।୧: ଭାଜପାର ଆଉ ୩ଜଣ ନେତାଙ୍କୁ ଭିଆଇପି ସୁରକ୍ଷା ଦେବାକୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଏହି ୩ଜଣ ନେତାଙ୍କୁ ଓ୍ବାଇ ପ୍ଲସ୍‌ କାଟାଗୋରୀ ସୁରକ୍ଷା...

୬ଜି ଭିଜନ୍‌ ଡକ୍ୟୁମେଣ୍ଟ ଉନ୍ମୋଚିତ, ସହର ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଇଣ୍ଟରନେଟ ୟୁଜର: ମୋଦି

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତରେ ଅନ୍ତର୍ଜାତୀୟ ଟେଲି ଯୋଗାଯୋଗ ୟୁନିଅନର ନୂତନ ଆଞ୍ଚଳିକ କାର୍ଯ୍ୟାଳୟ...

ସବ୍‌କା ସାଥ୍‌-ସବ୍‌କା ବିକାଶ-ସବ୍‌କା ବିଶ୍ୱାସ ସହିତ ସବ୍‌କା ପ୍ରୟାସ ମଧ୍ୟ ଜରୁରୀ: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ସହିତ ସବ୍‌କା ପ୍ରୟାସ ମଧ୍ୟ ଜରୁରୀ ବୋଲି ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ...

ଆଜି ଆସିପାରେ ‘ହିଜାବ’ ରାୟ

ନୂଆଦିଲ୍ଲୀ,୧୩।୧୦: ବହୁପ୍ରତୀକ୍ଷିତ କର୍ନାଟକ ହିଜାବ ବିବାଦ ମାମଲାରେ ସୁପ୍ରିମକୋର୍ଟର ଦୁଇଜଣିଆ ଖଣ୍ଡପୀଠ ଗୁରୁବାର ରାୟ ଶୁଣାଇପାରନ୍ତି ବୋଲି ଜଣାପଡ଼ିଛି। ଶିକ୍ଷାନୁଷ୍ଠାନରେ ମୁସଲମାନ ଛାତ୍ରୀଙ୍କ ହିଜାବପିନ୍ଧା ଉପରେ...

Advertisement
Archives

Model This Week