Posted inଖେଳ

ଏହି ରେଷ୍ଟୁରାଣ୍ଟ ପରସୁଛି ୫ଫୁଟ ଲମ୍ବର ମୋଟେରା ଥାଳି, ପରସାଯାଉଛି ଧୋନୀ, କୋହଲିଙ୍କ ନାମରେ ଖାଦ୍ୟ

ଅହମ୍ମଦାବାଦର କୋର୍ଟୟାଡ ବାଏ ମାରିଅଟ ଭାରତର ୨ଟି ସବୁଠୁ ପ୍ରିୟ କ୍ରିକେଟ ଏବଂ ଖାଦ୍ୟକୁ ୫ ଫୁଟ ଲମ୍ବର ଏକ ପ୍ଲେଟରେ ଏକାଠି କରିବାକୁ ଚେଷ୍ଟା କରିଛି। ଏଠାରେ ଏକ ବିଶେଷ ପ୍ଲେଟ ଆରମ୍ଭ ହୋଇଛି, ଯାହାକି ୫ ଫୁଟ ଲମ୍ବ ଏବଂ ଖେଳାଳିଙ୍କ ନାମରେ ନାମିତ ଖାଦ୍ୟ ରହିଛି। ଏହି ମୋଟେରା ଥାଳି ଅନେକ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ବିଶେଷକରି ପୂର୍ବତନ କ୍ରିକେଟର ତଥା ଓ୍ବିକେଟ କିପର ପାର୍ଥିବ ପଟେଲ ଏହାକୁ ପ୍ରଶଂସା କରିଛନ୍ତି। ପଟେଲ ନିଜ ବନ୍ଧୁଙ୍କ ସହ ପାରମ୍ପରିକ ଗୁଜୁରାଟୀ ପଗଡ଼ି ପିନ୍ଧି ଏହି ଥାଳିକୁ ଗ୍ରହଣ କରିଛନ୍ତି।
ବିଗତ କିଛି ଦିନ ହେବ ବଡ଼ ଥାଳି ଚ୍ୟାଲେଞ୍ଚ ଟ୍ରେଣ୍ଡ କରୁଛି। ଏହି ମୋଟେରା ଥାଳି ଚ୍ୟାଲେଞ୍ଜର ଭିନ୍ନ ନିୟମ ରହିଛି। ଏହି ୫ ଫୁଟର ମୋଟେରା ଥାଳିକୁ ଶେଷ କରିବା ପାଇଁ ବନ୍ଧୁ ଏବଂ ପରିବାର(୪ରୁ ଅଧିକ ନୁହନ୍ତି )ର ସାହାଯ୍ୟ ମଧ୍ୟ ନେଇପାରିବେ।
ଏହି ସ୍ବତନ୍ତ୍ର କ୍ରିକେଟ ଥିମ୍‌ ଥାଳିର ମେନୁରେ କୋହଲି ଖମନ, ପାଣ୍ଡ୍ୟା ପାତ୍ରା, ଧୋନୀ ଖେଚୁଡି, ଭୁବନେଶ୍ୱର ଭର୍ତ୍ତା, ରୋହିତ ଆଳୁ ରଶିଲା, ଶାର୍ଦ୍ଦୁଳ ଶ୍ରୀଖଣ୍ଡ, ବାଉଁଶର ବାସୁନ୍ଦୀ, ହ୍ୟାଟ୍ରିକ ଗୁଜରାଟୀ ହାଲି, ବୁମରା ଭେଣ୍ଡି ଶିମଲାମିର୍ଚ୍ଚ, ହରଭଜନ ହ୍ୟାଣ୍ଡଭୋ ସମେତ ଆହୁରି ଅନେକ ଗୁରୁରାଟୀ ଭୋଜନ ଅନ୍ତର୍ଭୁକ୍ତ। ଏଥିସହ ସ୍ନାକ୍ସ, ରୁଟି, ମିଠା ଆଦି ରହିଛି। ଏହି ଥାଳିକୁ ‘କ୍ରିକେଟ ରସ’ ମହୋତ୍ସବରେ ସାମିଲ କରାଯାଇଥିଲା। ଯାହା ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ବିପକ୍ଷରେ ଭାରତର ଚମତ୍କାର ପ୍ରଦର୍ଶନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri