୫୦ପ୍ରତିଶତରେ ଖୋଲିବ ବାର, ପବ୍‌

ଚଣ୍ଡିଗଡ଼,୨୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ଏବେ ଧୀରେ ଧିରେ ନିୟନ୍ତ୍ରଣକୁ ଆସୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ହେଲେ ଏବେ ବି ସଙ୍କଟ ଜାରି ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଲାକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ରାଜ୍ୟରେ ଜାରି ରହିଥିବା କରୋନା କଟକଣା ଅବଧିକୁ ବୃଦ୍ଧି କରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହ କରୋନା କଟକଣା ଅବଧିକୁ ଜୁଲାଇ ୧୦ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ରାଜ୍ୟରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ କଟକଣାରେ କିଛିଟା କୋହଳ କରାଯାଇଛି। ଏନେଇ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତ୍ତି ଜାରି କରାଯାଇଛି। ଏହି ନୂଆ ଗାଇଡ୍‌ଲାଇନ ଅନୁସାରେ ରାଜ୍ୟରେ ଜୁଲାଇ ୧ରୁ ୫୦ ପ୍ରତିଶତରେ ବାର୍‌ ଓ ପବ୍‌ ଖୋଲିବାକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri