Posted inଜାତୀୟ

ଦୀପାବଳି ପୂର୍ବରୁ ଦିଲ୍ଲୀରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୯ା୧୦: ଦୀପାବଳିର ଦିନକ ପୂର୍ବରୁ ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ବାୟୁ ଗୁଣବତ୍ତା ଅତି ନିକୃଷ୍ଟସ୍ତରକୁ ଖସିଯିବା ଫଳରେ ରବିବାର ପ୍ରଦୂଷଣ ନିରୋଧୀ କଟକଣା ଗ୍ରେଡେଡ୍‌ ରେସ୍‌ପନ୍ସ ଆକ୍ସନ ପ୍ଲାନ୍‌ର ଦ୍ୱିତୀୟ ପର୍ଯ୍ୟାୟ (ଜିଆର୍‌ଏପି)ଲାଗୁ ହୋଇଛି।

ଗତ ମଙ୍ଗଳବାର ଦିଲ୍ଲୀ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୨୦୦ ଅତିକ୍ରମ କରିବା ପରେ ଜିଆର୍‌ଏପି-୧ ଲାଗୁ ହୋଇଥିଲା। ରବିବାର ଏକ୍ୟୁଆର୍‌ ବିଭିନ୍ନ ସ୍ଥାନରେ ୩୦୦ ଅତିକ୍ରମ କରିଛି, ଯାହାକି ଅତ୍ୟନ୍ତ ନିକୃଷ୍ଟ ବର୍ଗର। ଦୀପାବଳି ପରେ ସ୍ଥିତି ଆହୁରି ଗମ୍ଭୀର ହେବାକୁ ଥିବାରୁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗ ଜିଆର୍‌ଏପି-୨ ଲାଗୁ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ଫସିଲେ Prakash Raj, ଭିଡିଓ ଭାଇରାଲ ପରେ ମାମଲା ରୁଜୁ

ହାଇଦ୍ରାବାଦ,୨୧।୪: ପୁଣି ଥରେ ବିବାଦରେ ପ୍ରକାଶ ରାଜ (Prakash Raj) । ନିଜର ସ୍ପଷ୍ଟବାଦୀ ମନ୍ତବ୍ୟ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି ଦକ୍ଷିଣ ଭାରତୀୟ ଅଭିନେତାଙ୍କ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

ବ୍ରିଚ କାଣ୍ଡି ହସ୍ପିଟାଲରେ ଭର୍ତ୍ତି ହେଲେ NCP ଅଧ୍ୟକ୍ଷ

ମୁମ୍ବାଇ,୨୧।୪: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP)ର ଅଧ୍ୟକ୍ଷ ଏବଂ ରାଜ୍ୟ ସଭା ଏମପି ଶରଦ ପାୱାରଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ…

ରାତିରେ ଏତିକି ଘଣ୍ଟା ଶୋଉଛନ୍ତି ଭାରତର ମୁଖ୍ୟ ବିଚାରପତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୪: ମଦୁରାଇ ଜିଲା କୋର୍ଟ ପରିସରରେ ଅତିରିକ୍ତ କୋର୍ଟ କୋଠା ଏବଂ ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ ପାଇଁ ନୂତନ ଅତିଥି ଗୃହ ଉଦ୍‌ଘାଟିତ ହୋଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri