୩୧ ଯାଏ ରାଜଭବନ ପ୍ରବେଶ ଉପରେ କଟକଣା

ଭୁବନେଶ୍ୱର,୮।୭(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜଭବନ ପ୍ରବେଶ ଉପରେ କଟକଣା ଲଗାଯାଇଛି। ଜୁଲାଇ ୩୧ ତାରିଖ ଯାଏ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ଅତି ଆବଶ୍ୟକ ହେଲେ ଫୋନ୍‌, ଫ୍ୟାକ୍ସ, ମେଲ୍‌ରେ ଯୋଗାେଯୋଗ କରିପାରିବେ ବୋଲି ବୁଧବାର ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ୭ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

କେନ୍ଦୁଝର,୧୪।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ସେଣ୍ଡକାପ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡ଼ି ସନ୍ଦେହରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର...

ଆଜି ପବିତ୍ର ରଥଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ୍‌,୧୨।୭: ମହାପ୍ରଭୁଙ୍କ ଆଜି ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭଉଣୀଭାଇଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ଘରକୁ ବାହାରିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ଗତବର୍ଷ ପରି ଏବର୍ଷ ମଧ୍ୟ...

ନିର୍ଦ୍ଦେଶକୁ ବେଖାତିର: ଛୁଟିରେ ବାଳିକା ଉଚ୍ଚବିଦ୍ୟାଳୟର ବାର୍ଷିକୋତ୍ସବ

ବରପାଲି,୧୩।୪(ଡି.ଏନ.ଏ.): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲଗୁଡିକୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। କିନ୍ତୁ...

ପଥରରେ ଛେଚି ମହିଳାଙ୍କୁ ହତ୍ୟା

ଫୁଲନଖରା,୫।୪:(ଡି.ଏନ୍‌.ଏ.): କଟକ ସଦର ଥାନା ଅଧୀନ ଅରିଲୋ ମେଳନ ପଡ଼ିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ଅରିଲୋ ଗ୍ରାମର ହେମଲତା...

ବିପଜ୍ଜନକ ହେଉଛି ଇ-ବର୍ଜ୍ୟବସ୍ତୁ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଇ(ଇଲେକ୍ଟ୍ରୋନିକ)-ବର୍ଜ୍ୟବସ୍ତୁ ପରିବେଶ ପାଇଁ ଅତ୍ୟନ୍ତ କ୍ଷତିକାରକ। ଦିନକୁ ଦିନ ଇଲେକ୍ଟ୍ରୋନିକ ସାମଗ୍ରୀର ବହୁଳ ବ୍ୟବହାର ହେଉଥିବାରୁ ଏହାର ବର୍ଜ୍ୟବସ୍ତୁ ବଢ଼ିବାରେ ଲାଗିଛି। ତେବେ ଏହି ବର୍ଜ୍ୟବସ୍ତୁ...

ନୂଆ ଲୋକଙ୍କୁ ଦିଆଯିବ ନାହିଁ ଟିକା

ଭୁବନେଶ୍ୱର,୬।୫: ସ୍ବାସ୍ଥ୍ୟ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଗୁରୁବାର ରାଜ୍ୟର ଟିକାକରଣ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭ ପ୍ରତିଶତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଥମ ଓ...

CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ; ଅଛନ୍ତି ଗଞ୍ଜାମରୁ ୩, ଖୋର୍ଦ୍ଧାରୁ ୨

ଭୁବନେଶ୍ୱର, ଛତ୍ରପୁର, ୪।୭(ବ୍ୟୁରୋ/ଡି.ଏନ୍‌.ଏ.): ଶନିବାର ରାଜ୍ୟରେ କରୋନା ଆକ୍ରାନ୍ତରେ ଆଉ ୫ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ...

ଯାଜପୁରରେ କେବଳ ରବିବାର ଖୋଲା ରହିବ ପାଠ୍ୟ ପୁସ୍ତକ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଦୋକାନ

ଯାଜପୁର ଅଫିସ,୧୫।୪: ଯାଜପୁର ଜିଲାର ପାଠ୍ୟ ପୁସ୍ତକ ଦୋକାନ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଆଦି ଦୋକାନ ଦୈନିକ ପରିବର୍ତ୍ତେ କେବଳ ରବିବାର ଦିନ ଖୋଲା ରହିବ।...

Advertisement
Archives

Model This Week