୧୪ରୁ ସୁଜି, ମଇଦା ରପ୍ତାନି ଉପରେ କଟକଣା

ନୂଆଦିଲ୍ଲୀ,୧୦।୮: ଭାରତ ସରକାର ନିକଟରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ନିୟନ୍ତ୍ରଣ ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିଥିଲେ। ଉକ୍ତ ବୈଠକ ଶେଷ ପରେ କେନ୍ଦ୍ର ସରକାର ସୁଜି ଓ ମଇଦା ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏପରିକି ଅଗଷ୍ଟ ୧୪ରୁ ସରକାରଙ୍କ ଉକ୍ତ ନିଷ୍ପତ୍ତି ଲାଗୁହେବ ବୋଲି ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଗତ କିଛି ମାସ ହେବ ସରକାର ଗହମ ପରେ ଅଟାର ରପ୍ତାନି ଉପରେ କଟକଣା ଜାରି କରିଥିଲେ। ଫଳରେ ମଇଦା ଏବଂ ସୁଜିର ରପ୍ତାନି ଆଶାତୀତ ଭାବେ ବୃଦ୍ଧି ପାଇଥିଲା। ଏହି କାରଣରୁ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେବା ପାଇଁ ବାଧ୍ୟ ହୋଇଛନ୍ତି। ସେହିଭଳି ଜିଡିଏଫ୍‌ଟି ଦ୍ୱାରା ଜାରି ନିର୍ଦ୍ଦେଶ ଅନୁସାରେ ମଇଦା ଏବଂ ସୁଜିର ରପ୍ତାନି ପାଇଁ ଅନୁମତି ମନ୍ତ୍ରୀସ୍ତରୀୟ ପ୍ୟାନେଲର ମଞ୍ଜୁରୀ ପରେ ଦିଆଯିବ। ଏହା ପୂର୍ବରୁ କେନ୍ଦ୍ର ସରକାର ଅଟାର ରପ୍ତାନି ଉପରେ ପ୍ରତିବନ୍ଧକ ଲାଗୁକରି ଏହି ସମାନ କଥା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri