Posted inଜାତୀୟ

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ସେବା ବାତିଲ

ନୂଆଦିଲ୍ଲୀ,୨୭ ।୨: କରୋନା ମହାମାରୀ ସଂକ୍ରମଣ ଦେଶରେ ଲଗାତାର ଭାବେ ବଢି ଚାଲିଥିବା ବେଳେ ଏବେ ଅନ୍ତରାଷ୍ଟ୍ରୀୟ ବିମାନ ସେବା ଉପରେ ରୋକ ଲାଗିଛି । ଡାଇରେକ୍ଟର ଜେନରାଲ ଅଫ୍ ସିଭିଲ ଆଭିଏଶନ(ଡିଜିସିଏ) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ କୌଣସି ଯାତ୍ରୀବାହୀ ବିମାନ ଚଳାଚଳ କରିବ ନାହିଁ । ପୂର୍ବରୁ ଏହା ଫେବୃୟାରୀ ୨୮ ଥିବା ବେଳେ ଏବେ ଏହାବୁ ବୃଦ୍ଧି କରାଯାଇ ମାର୍ଚ୍ଚ ୩୧ କରାଯାଇଛି । ତେବେ କିଛି ବଛା ବଛା ଉଡାଣକୁ ଅନୁମତି ପ୍ରଦାନ କରାଯିବା ସହ ମାଲ ପରିବହନରେ ଓ ଡିଜିସିଏ ଦ୍ୱାରା ମଞ୍ଜୁରି ମିଳିଥିବା ଉଡାଣ ପାଇଁ ଏହି ପ୍ରତିବନ୍ଧକ ଲାଗୁ କରାଯିବ ନାହିଁ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri