ଆଇ ଡ୍ରପ୍‌ ଉତ୍ପାଦନ ଉପରେ ପ୍ରତିବନ୍ଧକ: ଦୃଷ୍ଟି ଶକ୍ତି ଯିବା  ପରେ ପଦକ୍ଷେପ…

ଓ୍ବାଶିଂଟନ,୪।୨ : ଆମେରିକାରେ ଚକ୍ଷୁ ସଂକ୍ରମଣ ମାମଲା ରିପୋର୍ଟ ହେବା ପରେ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସକୋ) ଆଇ ଡ୍ରପ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଛି। ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ ମଧ୍ୟ ଏନେଇ ତଦନ୍ତ ଆରମ୍ଭ କରିଛି।

ଆମେରିକାର ଏଫଡିଏ ଲୋକମାନଙ୍କୁ ଆଇଡ୍ରପ ଆଜେରିକାୟର କିଣିବାକୁ ବାରଣ କରିଛି। ସିଡିଏସକୋ ସହିତ ତାମିଲନାଡୁ ରାଜ୍ୟ ଡ୍ରଗ କଣ୍ଟ୍ରୋଲର ମଧ୍ୟ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

ସିଡିଏସକୋ ସହିତ ତାମିଲନାଡୁ ରାଜ୍ୟ ଡ୍ରଗ କଣ୍ଟ୍ରୋଲରର ଦଳ ଚେନ୍ନାଇରେ ଅବସ୍ଥିତ ଗ୍ଲୋବାଲ ଫାର୍ମା ପିଭି ହେଲଥ କେୟାର ଲିମିଟେଡ କମ୍ପାନୀର ପ୍ଲାଣ୍ଟରେ ପହଞ୍ଚିଛନ୍ତି। କମ୍ପାନୀ ଆମେରିକା ସମେତ ଅନ୍ୟାନ୍ୟ ଦେଶକୁ ଆଇଡ୍ରପ ରପ୍ତାନି କରେ, କିନ୍ତୁ ଏହି ଆଇଡ୍ରପ ଭାରତରେ ବିକ୍ରି ହୁଏ ନାହିଁ । ଗ୍ଲୋବାଲ ଫାର୍ମା କମ୍ପାନୀର ଅନ୍ୟ ଔଷଧ ଆମଦାନୀ ଉପରେ ଆମେରିକା ନିଷେଧ କରିଛି। ଆମେରିକା ଗ୍ରାହକ ତଥା ଡାକ୍ତରମାନଙ୍କୁ ଏହି ଆଇଡ୍ରପ ନ ଲେଖିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛି ଏବଂ ଆଖିରେ ବ୍ୟାକ୍ଟେରିଆ ସଂକ୍ରମଣ ଯୋଗୁ ଏହାର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛି।

ଆମେରିକାର ୧୨ ଟି ରାଜ୍ୟରେ ୫୫ ଜଣଙ୍କର ଆଜେରିକାୟର ଆଇଡ୍ରପ୍ସ ଯୋଗୁ ସଂକ୍ରମଣ ହୋଇଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତୁ ଘଟିଛି। କିଛି ଲୋକ ସବୁଦିନ ପାଇଁ ଦୃଷ୍ଟିଶକ୍ତି ହରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?