Posted inଜାତୀୟ

ସିନ୍ଧେଙ୍କ ବିଧାନସଭା ପ୍ରବେଶ ଉପରେ ଲାଗୁ ରୋକ, ଅଯୋଗ୍ୟତା ନୋଟିସ ନେଇ ସୁପ୍ରିମ୍‌କୋର୍ଟରେ ଶିବସେନା…

ମୁମ୍ବାଇ, ୧।୭ : ମହାରାଷ୍ଟ୍ରରେ କ୍ଷମତାର ଓଲଟପାଲଟ ହୋଇଛି ଏବଂ ବର୍ତ୍ତମାନ ବିଦ୍ରୋହୀ ଶିବସେନା ନେତା ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଏହା ପରେ ମଧ୍ୟ ରାଜନୈତିକ ମତଭେଦ ବନ୍ଦ ହୋଇନାହିଁ । ବିବାଦକୁ ନେଇ ଶିବସେନା ପୁଣି ଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି।

ଏକନାଥ ସିନ୍ଧେ ଏବଂ ତାଙ୍କ ୧୫ ସମର୍ଥକଙ୍କୁ ବିଧାନସଭା ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇବାକୁ ଶିବସେନା ମୁଖ୍ୟ ହ୍ବିପ ସୁନୀଲ ପ୍ରଭ୍‌ୁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି।

ଶିବସେନା କହିଛି ଯେପର୍ଯ୍ୟନ୍ତ ବିଧାୟକଙ୍କମାନଙ୍କ ବିରୋଧରେ ଅଣାଯାଇଥିବା ଅଯୋଗ୍ୟତା ନୋଟିସର ବିଚାର ନହୋଇଛି ସେମାନଙ୍କୁ ବିଧାନସଭାରେ ପ୍ରବେଶ କରିବାକୁ ଅନୁମତି ଦିଆଯାଇପାରିବ ନାହିଁ। ବିଧାନସଭାରେ ସଂଖ୍ୟାଗରିଷ୍ଠତା ପରୀକ୍ଷା ବନ୍ଦ କରିବାକୁ ତାଙ୍କ ପକ୍ଷରୁ ଏକ ଦାବି ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଲିବାନୀ ସଜ୍ଜା! ପ୍ରଥମେ ଅଧା ଚୁଟି କାଟିଦେଲେ, ୧୧-୧୨ ବର୍ଷ ବୟସର ପିଲାଙ୍କୁ ବଳପୂର୍ବକ ବିବାହ କଲେ

ପାଟନା,୧୨।୫: ବିହାରର କଟିହାର ଜିଲାରୁ ଏକ ଖବର ଆସିଛି ଯାହା କେବଳ ସାମାଜିକ ମର୍ଯାଦାକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଛି ନୁହେଁ ବରଂ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ମଧ୍ୟ…

ପାନୀୟଜଳ ପ୍ରକଳ୍ପ ଅଚଳ, ପାଣି ପାଇଁ ଲୋକେ ହଟହଟା

ଭେଡେନ,୧୨।୫(ହୃଷିକେଶ ଖମାରୀ):ରାଜ୍ୟ ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳ ଓ ସହରାଞ୍ଚଳକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କରିବା ପାଇଁ ରାଜକୋଷରୁ କୋଟି କୋଟି ଟଙ୍କା ମଞ୍ଜୁର କରି…

ସମସ୍ୟା ଘେରରେ କେସିଙ୍ଗା-କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ: ୯ ଦଫା ଦାବି ସମାଧାନ କରିବାକୁ ଆହ୍ବାନ

କେସିଙ୍ଗା,୧୧।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ କେସିଙ୍ଗା ଓ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନର ୯ ଦଫା ସମସ୍ୟାକୁ ନେଇ ରେଳ…

NEET UG 2026 Cancelled: ମୋଦି ସରକାରଙ୍କ ଉପରେ ବର୍ଷିଲେ ମମତା, କହିଲେ…

ନୂଆଦିଲ୍ଲୀ,୧୨।୫: NEET-UG 2026 ପରୀକ୍ଷା ବାତିଲ ହେବା ପରେ ମମତା ବାନାର୍ଜୀଙ୍କ TMC ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। TMC ରାଜ୍ୟସଭା ଏମପି ସାଗରିକା ଘୋଷ କହିଛନ୍ତି…

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏପରି କହିଦେଲେ ହିମନ୍ତଙ୍କ ପତ୍ନୀ, ଭାଇରାଲ ହେଉଛି ଭିଡିଓ

ଗୁଆହାଟୀ,୧୨।୫: ଆସାମରେ ଭାଜପା ପାଇଁ ହିରୋ ଭାବରେ ଉଭା ହୋଇଥିବା ହିମନ୍ତ ବିଶ୍ୱ ଶର୍ମା ଲଗାତାର ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ତାଙ୍କ…

NEET UG ପରୀକ୍ଷା ବାତିଲ: ଆଗକୁ କ’ଣ ହେବ? ଛାତ୍ରୀଛାତ୍ରଙ୍କୁ ପୁଣି ଥରେ ଆବେଦନ କରିବାକୁ ପଡିବ କି? ପୂର୍ବ ପଞ୍ଜୀକରଣ ବୈଧ ରହିବ କି? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୫: NEET ପେପର୍‌ ଲିକ ଦୁର୍ନୀତି ସମ୍ପର୍କରେ, ଯାହା ଆଶଙ୍କା କରାଯାଉଥିଲା ତାହା ହିଁ ଘଟିଛି। ହଁ, NEET UG ପରୀକ୍ଷା ବିଶେଷକରି NEET UG 2026…

ଟ୍ୟୁସନ ଯାଇ ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ, ସାଙ୍ଗ ସହ…

ପାଟକୁରା,୧୨।୫(ରବୀନ୍ଦ୍ର ନାଥ ବାରିକ ): ନିଖୋଜ ହେଲେ ଦଶମ ଶ୍ରେଣୀ ଛାତ୍ରୀ । କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ତଥା କୁଦାନଗରୀ ଥାନା ଅଂଚଳର ଗୋଟିଏ ହାଇସ୍କୁଲରେ…

ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ ମୋଡରେ ବିଜୟ, ମଦକୁ ନେଇ କଲେ ବଡ଼ ଘୋଷଣା

ଚେନ୍ନାଇ,୧୨।୫: ପଶ୍ଚିମବଙ୍ଗ ପରି, ତାମିଲନାଡୁରେ ଏକ ନୂତନ ସରକାର କାର୍ଯ୍ୟଭାର ଗ୍ରହଣ କରିଛି । କାର୍ଯ୍ୟ ଆରମ୍ଭରୁ ଆକ୍ସନ ମୋଡକୁ ଆସିଛନ୍ତି ମୁଖ୍ୟମନ୍ତ୍ରୀ । ଶପଥ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri