୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବିମାନ କଟକଣା

ନୂଆଦିଲ୍ଲୀ: ଆନ୍ତର୍ଜାତିକ ଯାତ୍ରୀବାହୀ ବିମାନ ଉପରେ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ କଟକଣା ଲାଗୁ କରାଯାଇଥିବା ସମ୍ପର୍କରେ ଡାଇରେକ୍ଟୋରେଟ୍‌ ଜେନେରାଲ ଅଫ୍‌ ସିଭିଲ ଆଭିଏସନ (ଡିଜିସିଏ) ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ ସବିଶେଷ ସୂଚନା ଦିଆଯାଇଛି। ୨୦୨୧ ମାର୍ଚ୍ଚ ୩୧ ତାରିଖ ରାତି ୨୩. ୫୯ ପର୍ଯ୍ୟନ୍ତ ଭାରତରୁ ଯାଉଥିବା ଏବଂ ଭାରତକୁ ଆସୁଥିବା ନିୟମିତ ଆନ୍ତର୍ଜାତିକ ବାଣିଜି୍ୟକ ଯାତ୍ରୀବାହୀ ବିମାନ ଚଳାଚଳ ଉପରେ କଟକଣା ବଳବତ୍ତର ରହିବ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ୨୦୨୦ ଜୁନ୍‌ ୨୬ ତାରିଖରେ ଡିଜିସିଏ ଏଭଳି କଟକଣା ଜାରି କରିଥିଲା। ଉକ୍ତ କଟକଣା ସଂକ୍ରାନ୍ତ ଆଦେଶନାମାକୁ ସାମାନ୍ୟ ସଂଶୋଧନ କରାଯାଇ ଶୁକ୍ରବାର ଡିଜିସିଏ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜିଏସ୍‌ଟି କାଉନସିଲ୍‌ ବୈଠକ;ଟିକସ ହ୍ରାସ ନେଇ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦-୯:ଜିଏସ୍‌ଟି କାଉନସିଲ୍‌ର ୩୭ତମ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଗୋଆରେ ବସିବାକୁ ଯାଉଛି। ଟିକସ ଆୟ ହ୍ରାସ ପାଉଥିବାବେଳେ ଅର୍ଥନୀତିକୁ ଗତିଶୀଳ କରିବା ନେଇ ଟିକସ ବୋଝ...

ମୁମ୍ବାଇରେ ଜୀବନଯାପନ ସବୁଠୁ ମହଙ୍ଗା

ନୂଆଦିଲ୍ଲୀ,୧୦।୬: ଦେଶର ଆର୍ଥତ୍କ ରାଜଧାନୀ କୁହାଯାଉଥିବା ମୁମ୍ବାଇ ସହରରେ ଜୀବନଯାପନ କରିବା ସବୁଠାରୁ ମହଙ୍ଗା। ନିକଟରେ ହୋଇଥିବା ମରସର୍ସ ୨୦୨୦ କଷ୍ଟ ଅଫ୍‌ ଲିଭିଂ ୨୦୨୦...

ମିନିମମ୍‌ ବାଲାନ୍ସ ନିୟମ ବାଦ୍‌ ଦେଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୨ା୩: ଦେଶର ପ୍ରମୁଖ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ପକ୍ଷରୁ ଏହାର ମିନିମମ୍‌ ବାଲାନ୍ସ ନିୟମକୁ ବୁଧବାର ବାଦ ଦିଆଯାଇଛି। ଏହା ଫଳରେ ଏସ୍‌ବିଆଇରେ ଆକାଉଣ୍ଟ...

୧୦୦ ଡଲାର ଛୁଇଁବ ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ,୩୦।୧: କୋଭିଡ୍‌ ମହାମାରୀ ସାରା ବିଶ୍ୱକୁ ଏବେ ବି କବଳିତ କରି ରଖିଛି। ଏହି ସମୟରେ ରୁଷିଆ ଓ ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ସମସ୍ୟା କେତେବେଳେ...

ଚଳିତ ବର୍ଷ ଭାରତର ଜିଡିପି ୪.୫% ଖସିଯିବ: ପ୍ରମୁଖ ଏଜେନ୍ସି ଆଶଙ୍କା ପ୍ରକଟ କଲେ

ନୂଆଦିଲ୍ଲୀ,୨୫।୬ : ଚଳିତ ଆର୍ଥତ୍କ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ନକାରାତ୍ମକ ରହିବ। ଅର୍ଥାତ୍‌ ଏହି ସମୟରେ ଅଭିବୃଦ୍ଧି ଗଭୀର ଭାବେ...

ମୁକେଶ ଅମ୍ବାନୀଙ୍କ ଏହି ଅଭ୍ୟାସକୁ ପସନ୍ଦ କରନ୍ତିନି ସ୍ତ୍ରୀ ନୀତା

ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁଖ୍ୟ ମୁକେଶ ଅମ୍ବାନୀ ୧୯୮୫ ମସିହାରେ ନୀତା ଅମ୍ବାନୀଙ୍କୁ ବିବାହ କରିଥିଲେ। ମୁକେଶଙ୍କ ପାଇଁ ନୀତାଙ୍କୁ ବାପା ଧୀରୁଭାଇ ଅମ୍ବାନୀ ପସନ୍ଦ କରିଥିଲେ।...

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା: ଏଭଳି ଭାବେ ଆପ୍‌ରେ ରେଜିଷ୍ଟ୍ରେଶନ କରି ଲାଭ ଉଠାନ୍ତୁ…

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧୀନରେ ଦେଶର କୋଟି କୋଟି କୃଷକ ବାର୍ଷିକ ୬୦୦୦ ଟଙ୍କା ଲାଭ କରୁଛନ୍ତି। ଏହି ଯୋଜନାର ହିତାଧିକାରୀଙ୍କ...

ଓୟୋର ପରାମର୍ଶଦାତା ପଦରେ ଏସ୍‌ବିଆଇର ପୂର୍ବତନ ଚେୟାରମ୍ୟାନ

ମୁମ୍ବାଇ,୩।୧୨: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ପୂର୍ବତନ ଚେୟାରମ୍ୟାନ ରଜନିଶ କୁମାରଙ୍କୁ ଗୁରୁବାର ଷ୍ଟ୍ରାଟେଜିକ୍‌ ଗ୍ରୁପ ଆଡଭାଇଜର ଭାବେ ନିଯୁକ୍ତ କରିଛି ଟ୍ରାଭେଲ ଟେକନୋଲୋଜି...

Advertisement
Archives

Model This Week