Advertisement

ଯାତ୍ରୀ ବିଶ୍ରାମାଗାର ବିପଦପୂର୍ଣ୍ଣ

ଗୋପବନ୍ଧୁ ନଗର,୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ଓ ଖୁଣ୍ଟା ବ୍ଲକ ସୀମା ତଥା ବାଲେଶ୍ୱରରୁ ବାରିପଦା-୍‌ଉଦଳାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ଧାନଘେରା ଛକଠାରେ ନିର୍ମାଣ ହୋଇଥିବା ଯାତ୍ରୀ ବିଶ୍ରାମାଗାର ବିପଦସଙ୍କୁଳ ହୋଇ ପଡ଼ିଛି।
ବର୍ଷ ତଳେ ନିର୍ମାଣ ହୋଇଥିବା ଏହି ବିଶ୍ରାମାଗାର ଉପରେ ଆଖପାଖ ୪/୫ଟି ଗ୍ରାମର ଲୋକେ ନିର୍ଭର କରିଥାନ୍ତି। ସ୍ଥାନୀୟ କଲେଜର ଛାତ୍ରୀଛାତ୍ରମାନେ ଏଠାରେ ମଧ୍ୟ ବସ୍‌କୁ ଅପେକ୍ଷା କରିଥାନ୍ତି। ତେବେ ରକ୍ଷଣାବେକ୍ଷଣ ଅଭାବରୁ ଏହାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହାର ଛାତ ମଧ୍ୟ ବିପଦପୂର୍ଣ୍ଣ ଅବସ୍ଥାରେ ଥିବାରୁ କେତେବେଳେ ଯେ ଏହା ଭୁଶୁଡ଼ି ପଡ଼ିବ ତାହା କହିହେବ ନାହିଁ। ଏଣୁ ଯାତ୍ରୀଙ୍କ ସ୍ବାର୍ଥ ନିମନ୍ତେ ଏକ ନୂତନ ଯାତ୍ରୀ ବିଶ୍ରାମାଗାର ନିର୍ମାଣ କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତିଆରି ହେଲା ଅସ୍ଥାୟୀ ପୋଲ, ଗାଁକୁ ଗଲା ମେଡିକାଲ ଟିମ୍‌

ପାପଡାହାଣ୍ଡି, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ସରପଞ୍ଚ ଚନ୍ଦ୍ର ଧ୍ୱଜ ମାଝି ଝାଡାବାନ୍ତି ଆକ୍ରାନ୍ତ ଗ୍ରାମ ତୁଳସୀପଦର ଲାଗି ଅସ୍ଥାୟୀ ପୋଲ ନିର୍ମାଣ କକରିଛନ୍ତି।...

ଦାରିଙ୍ଗବାଡ଼ିରେ ଦାୟିତ୍ୱ ନେଲେ ନୂତନ ବିଡିଓ

ଦାରିଙ୍ଗବାଡ଼ି,୨୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ନୂତନ ବିଡିଓ ଭାବେ ସୋମବାର ଡ.ଜଗଦୀଶ ଷଡ଼ଙ୍ଗୀ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ପ୍ରଥମେ କରୋନା ପ୍ରତିହତ...

ଗାଁର ନାମ ପିଟାପିଟି

କେନ୍ଦୁଝର, ୧୫ା୭(ସ୍ବ.ପ୍ର.)-(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝରରୁ ନରଣପୁର-ବ୍ରାହ୍ମଣୀପାଳ ରାସ୍ତାରେ ଗଲେ ହରିଚନ୍ଦନପୁର ପହଞ୍ଚିବା ପୂର୍ବରୁ ଏକ ଗ୍ରାମ ପଡେ, ଯାହାର ନାମ ପିଟାପିଟି। ରାସ୍ତାରେ ଯାତାୟାତ...

ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ

ଗଞ୍ଜାମ,୮।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ...

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ...

ଉପକୂଳମୁହାଁ ବୁଲବୁଲ୍‌: ଦୀଘାରେ ହାଇଆଲର୍ଟ

ଭୋଗରାଇ, ୯।୧୧(ଡି.ଏନ୍‌.ଏ.): ବାତ୍ୟା ‘ବୁଲବୁଲ୍‌’ ପ୍ରଭାବରେ ବାଲେଶ୍ୱର ଜିଲାର ଉଦୟପୁର, ତାଳସାରୀ, କୀର୍ତ୍ତନିଆ, ଦୀଘା ଉପକୂଳ ସମୁଦ୍ରରେ ଶନିବାର ୫ରୁ ୯ଫୁଟ୍‌ର ଜୁଆର ମାଡ଼ିଆସୁଥିବା ଦେଖାଯାଇଛି।...

ବସ୍‌ ଧକ୍କାରେ ୨ ସ୍କୁଟି ଆରୋହୀ ମୃତ

ପାଲଲହଡା,୨୯।୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଥାନା ବତିସୁଆଁ ପଞ୍ଚାୟତ ଭୀମକାଣ୍ଡ ଛକ ନିକଟରେ ରବିବାର ଏକ ବସ୍‌ ସ୍କୁଟିକୁ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ...

କଇଠପଲ୍ଲୀ ଗାଁ ତୋଟାରୁ ମୂଲ୍ୟବାନ ଶାଳ ଗଣ୍ଡି, ପଟ୍ଟା ଜବତ

ଓଡଗାଁ, ୨୭।୬(ସ୍ବ.ପ୍ର.)- ୨୪ ଘଣ୍ଟା ନପୁରୁଣୁ ପୁଣି ଥରେ ଗୁରୁବାର ମଧ୍ୟାହ୍ନରେ ଓଡଗାଁ ବନାଞ୍ଚଳ ଓ ବାହାଡାଝୋଲା ସେକ୍ସନ ଅଞ୍ଚଳରୁ ୧୦ ମୂଲ୍ୟବାନ ଶାଳଗଣ୍ଡି ଓ...

Advertisement
Archives

Model This Week