Posted inଜାତୀୟ

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,୨୪ା୭: ଚଳିତ ବର୍ଷର ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପୂର୍ବ ଘୋଷଣା ଅନୁଯାୟୀ, ଅପରାହ୍ନ ୩ଟାରେ  ପରୀକ୍ଷା ଫଳ ପ୍ରକାଶ ପାଇଛି। ଛାତ୍ରୀଛାତ୍ର results.cisce.org ଓ୍ବେବ୍‌ସାଇଟରେ ନିଜ ଫଳାଫଳ ଦେଖିପାରିବେ। କରୋନା ପାଇଁ ଚଳିତ ବର୍ଷ ପରୀକ୍ଷା ହୋଇ ନ ଥିବା ବେଳେ ଉଭୟ ଶ୍ରେଣୀରେ ପାସ ହାର ୯୯%ରୁ ଅଧିକ ରହିଛି। ରାଜ୍ୟରେ ୧୦ମ ଶ୍ରେଣୀର ପାସ ହାର ୯୯.୯୮% ରହିଥିବା ବେଳେ ଦ୍ୱାଦଶ ଶ୍ରେଣୀର ୯୯.୮୩% ପାସ ହାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri