ଆଇପିକ୍ୟୁର ୫ମ ସଂସ୍କରଣର ଫଳାଫଳ

ନୂଆଦିଲ୍ଲୀ,୩୦।୩: ମ୍ୟାକ୍ସ ଲାଇଫ୍‌ ଇନ୍ସୁରାନ୍ସର ଫ୍ଲାଗଶିପ୍‌ ସର୍ଭେ ଇଣ୍ଡିଆ ପ୍ରୋଟେକ୍ସନ କ୍ୱୋଟେଣ୍ଟ ସର୍ଭେ (ଆଇପିକ୍ୟୁ)ର ୫ମ ସଂସ୍କରଣର ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଉକ୍ତ ସର୍ଭେ ଦେଶର ପୂର୍ବାଞ୍ଚଳରେ ବାସ କରୁଥିବା ସହରୀ ଭାରତୀୟମାନଙ୍କ ଆର୍ଥିକ ପ୍ରସ୍ତୁତୀକରଣର ଗଭୀର ତଥ୍ୟକୁ ପ୍ରକାଶ କରିଛି। ଏ ସମ୍ପର୍କରେ ମ୍ୟାକ୍ସ ଲାଇଫ୍‌ର ଉପ ପରିଚାଳନା ନିର୍ଦ୍ଦେଶକ ଭି. ବିଶ୍ୱାନନ୍ଦ କହିଛନ୍ତି, ଆମର ଫ୍ଲାଗ୍‌ଶିପ୍‌ ‘ଇଣ୍ଡିଆ ପ୍ରୋଟେକ୍ସନ କ୍ୱୋଟେଣ୍ଟ’ ସର୍ଭେର ୫ମ ସଂସ୍କରଣ ପୂର୍ବ ଭାରତର ସହରାଞ୍ଚଳର ଲୋକମାନେ ଆର୍ଥିକ ସୁସ୍ଥତା ପାଇଁ ସମ୍ମୁଖୀନ ହେଉଥିବା ପ୍ରମୁଖ ଆହ୍ବାନଗୁଡିକୁ ଉନ୍ମୋଚନ କରିଛି। ବିଶେଷ କରି ସେମାନଙ୍କର ଆର୍ଥିକ ସୁରକ୍ଷାକୁ ଉନ୍ନତ କରିବା ଲାଗି ଉଦ୍ଦିଷ୍ଟ ପଦକ୍ଷେପଗୁଡିକର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଇଛି। ଗତ ୫ ବର୍ଷ ମଧ୍ୟରେ ଏହି ଆଇପିକ୍ୟୁ ସର୍ଭେ ଆର୍ଥିକ ସ୍ବାଧୀନତା ପ୍ରତି ଭାରତୀୟମାନଙ୍କ ଯାତ୍ରାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଟ୍ବିନସିଟିରେ ପ୍ରବଳ ବର୍ଷା, ଏହି ଜିଲାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୩୦।୬: ବର୍ଷାରେ ଭିଜିଲା ଟ୍ବିନସିଟି । ସକାଳୁ ସକାଳୁ ଭୁବନେଶ୍ବର ଓ କଟକରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଏହାରି ଭିତରେ ଆଗକୁ ବର୍ଷାର…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ବିନା ଲାଇସେନ୍ସରେ ଷଣ୍ଢ ରଖିଲେ ଜରିମାନା

ଭୁବନେଶ୍ୱର,୩୦।୬(ରବିନାରାୟଣ ଜେନା): ଦୈନନ୍ଦିନ ବ୍ୟବସାୟରେ ସୁବିଧା(ଇଜ୍‌ଅଫ୍‌ ଡୁଇଂ ବିଜ୍‌ନେସ୍‌) ଏବଂ ଲୋକଙ୍କ ଜୀବନଯାପନର ସୁବିଧା (ଇଜ୍‌ ଅଫ୍‌ ଲିଭିଂ)କୁ ଆଗାମୀ ଦିନରେ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କଲା ଭାରତ, ବନ୍ଧୁ ପାଇଁ ବଢାଇଲା ସଯୋଗର ହାତ

ନୂଆଦିଲ୍ଲୀ,୩୦।୬: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରି ଏହାକୁ ଏକ ଉଦ୍ଦେଶ୍ୟମୂଳକ, ବିନା ପ୍ରରୋଚନାରେ ଆକ୍ରମଣ ଏବଂ ଆଞ୍ଚଳିକ ଶାନ୍ତି…

ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ  ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri