ଆସିଲା ଉପନିର୍ବାଚନ ଫଳାଫଳ: ପ୍ରଫୁଲ୍ଲ, ସୁବ୍ରତ ହେଲେ ସରପଞ୍ଚ

ବରଗଡ଼ ଅଫିସ,୨୮ା୫: ବରଗଡ଼ ଜିଲା ବରଗଡ଼ ବ୍ଲକ ଅଧୀନ ଗୋବିନ୍ଦପୁର ଏବଂ ଭଟଲି ବ୍ଲକ ଅନ୍ତର୍ଗତ କେଲେଣ୍ଡାପାଲି ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ଫଳାଫଳ ସାମ୍ନାକୁ ଆସିଛି। ଗୋବିନ୍ଦପୁର ପଞ୍ଚାୟତରେ ପ୍ରଫୁଲ୍ଲ ନାଏକ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଦିପେଶ ପ୍ରଧାନଙ୍କୁ ୮୨୧ ଖଣ୍ଡ ଭୋଟ ବ୍ୟବଧାନରେ ହରାଇ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି କେଲେଣ୍ଡାପାଲି ପଞ୍ଚାୟତରେ ସୁବ୍ରତ ବାଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କୌଶଲ୍ୟା ବାଗଙ୍କୁ ୮୫୦ ଭୋଟରେ ହରାଇଛନ୍ତି। ଗତ ତ୍ରିସ୍ତରୀୟ ପଞ୍ଚାୟତ ଭୋଟ ସମୟରେ ଉପରୋକ୍ତ ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିଲା। ଫଳରେ ନିର୍ବାଚନ ସ୍ଥଗିତ ରହିଥିଲା। ଅନ୍ୟପକ୍ଷରେ ଶୁକ୍ରବାର ଭୋଟ ଗ୍ରହଣ ହୋଇଥିଲା ଏବଂ ଶନିବାର ବ୍ଲକ କାର୍ଯ୍ୟାଳୟରେ ଭୋଟଗଣତି ପରେ ଫଳାଫଳ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

କଣିହାଁ,୨୨।୮: ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ ଗୁରୁତର…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ଆଉ ମିଳିବନି ବ୍ରାଣ୍ଡେଡ କମ୍ପାନୀର ପିଜା-ବର୍ଗର! McDonald’s ସମତେ ୭ ଫୁଡ ଆଉଟଲେଟର ଲାଇସେନ୍ସ ରଦ୍ଦ

ମୁମ୍ବାଇ,୨୨।୮: ଖାଦ୍ୟ ସୁରକ୍ଷା ଏବଂ ପରିଷ୍କାର ପରିଚ୍ଛନ୍ନତା ମାନଦଣ୍ଡର ଉଲ୍ଲଂଘନ ଅଭିଯୋଗରେ ମହାରାଷ୍ଟ୍ର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ରାଜ୍ୟବ୍ୟାପୀ ୧୩ଟି ଖାଦ୍ୟ ଦୋକାନର ଲାଇସେନ୍ସକୁ…

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri