ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ

ଭୁବନେଶ୍ୱର,୯।୯: ଓଡ଼ିଶା ସିଭିଲି ସର୍ଭିସ-୨୦୧୯ ମେନ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇଛି। ଏନେଇ ଲୋକସେବା ଆୟୋଗ(ଓପିଏସସି)ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏଥିରେ ୩୦୭ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କ ଆସନ୍ତା ୨୨ତାରିଖରୁ ଡକ୍ୟୁମେଣ୍ଟ ଯାଞ୍ଚ ଓ ପର୍ସନାଲ ଟେଷ୍ଟ ଦେବେ ବୋଲି ଆୟୋଗଙ୍କ ପକ୍ଷରୁ କୁହାଯାଇଛି । ଏନେଇ ବିସ୍ତୃତ କାର୍ଯ୍ୟସୂଚୀ ଆୟୋଗଙ୍କ ପକ୍ଷରୁ ଖୁବଶୀଘ୍ର ଜାରି କରାଯିବ। ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପ୍ରାର୍ଥୀଙ୍କ ପରୀକ୍ଷା ଫଳ ଲୋକସେବା ଆୟୋଗଙ୍କ ୱେବସାଇଟରେ ଉପଲବ୍ଧ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ନବୀନ ପାଇବେ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୪।୯(ବ୍ୟୁରୋ): ଦୃଢ଼ ନେତୃତ୍ୱ ପାଇଁ ଶ୍ରେଷ୍ଠ ଶାସକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବ। ନୂଆଦିଲ୍ଲୀ...

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌,...

ତାତିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ: କମ୍ପାନୀ ଫାଟକରେ ତାଲା ଠୁଙ୍କିଲେ

ଢେଙ୍କାନାଳ ଅଫିସ, ୨୪।୭-ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ପୂରଣ ନ ହେବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ରୁଙ୍ଗ୍‌ଟା କମ୍ପାନୀ ପ୍ରଭାବିତ ଝାଡ଼ବନ୍ଧ ଅଞ୍ଚଳର କ୍ଷତିଗ୍ରସ୍ତ ପ୍ରଜା। ୧୩...

ସେତୁ ଶିଳାନ୍ୟାସକୁ ନେଇ ବିବାଦ ବରୁହାଁ-ବାଲିଚନ୍ଦ୍ରପୁର

ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର, ୨୨ା୧୨ (ଡି.ଏନ.ଏ./ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ବାଲିଚଦ୍ରପୁର ପଞ୍ଚାୟତ ଅଧୀନ ବରୁହାଁ-ବାଲିଚନ୍ଦ୍ରପୁର ପୂର୍ତ୍ତ ବିଭାଗ ରାସ୍ତାର ରୁକୁଟିପାଟଠାରେ ବିରୂପା ନଦୀରେ ନିର୍ମାଣ ହେବାକୁ...

ପୂର୍ବ ଯୋଜନାର ଫଳ ଏମିତି

ସହରାଞ୍ଚଳ ବିକାଶ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରତିବର୍ଷ ମାଳମାଳ ଯୋଜନା ଓ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଉଛି। ବିଶେଷକରି ସ୍ବାୟତ୍ତଶାସନ ଦିବସରେ...

ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା ସଂଯୁକ୍ତ କିଷାନ ମୋର୍ଚ୍ଚା

ଭୁବନେଶ୍ୱର,୫।୧(ବ୍ୟୁରୋ): ଜିନ୍ଦଲ କମ୍ପାନୀର ସ୍ବାର୍ଥ ପାଇଁ ପୋଲିସ ଜନସାଧାରଣଙ୍କ ଉପରେ ଅତ୍ୟାଚାର କରୁଛି। ଜଗତ୍‌ସିଂହପୁର ଜିଲାର ଢ଼ିଙ୍କିଆ ଅଞ୍ଚଳରେ ପୋଲିସ ଗ୍ରାମକୁ ଘେରାବନ୍ଦୀ କରି ପାନବରଜ...

ପତିତପାବନ ହେବେ ନାଗାର୍ଜୁନ ବେଶ

ପୁରୀ ଅଫିସ,୧୭।୧୦: ଆସନ୍ତା ନଭେମ୍ବର ୨୭ରେ ନାଗାର୍ଜୁନ ବେଶ। ମାତ୍ର ମହାପ୍ରଭୁଙ୍କ ଏହି ବୀର ବେଶ ଦର୍ଶନରୁ ଭକ୍ତମାନେ ବଞ୍ଚତ୍ତ ହେବା ଏକପ୍ରକାର ନିଶ୍ଚିତ। କାରଣ...

‘ପାଟଣାଗଡ଼’ ରିଲିଜ୍‌କୁ ସବୁଜ ସଂକେତ:ସ୍ଥଗିତାଦେଶ ପାଇଁ ମନାକଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୬ା୧୧(ବ୍ୟୁରୋ):ବହୁଚର୍ଚ୍ଚିତ ଫିଲ୍ମ ‘ପାଟଣାଗଡ଼’ର ରିଲିଜ୍‌ ନେଇ ହାଇକୋର୍ଟଙ୍କ ପରେ ଏବେ ସୁପ୍ରିମକୋର୍ଟରୁ ମଧ୍ୟ ସବୁଜ ସଂକେତ ମିଳିଛି। ଫିଲ୍ମ ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି...

Advertisement
Archives

Model This Week