ୟୁବିଆଇ ବାଲେଶ୍ୱର ପକ୍ଷରୁ ରିଟେଲ ଏକ୍ସପୋ

ଭୁବନେଶ୍ୱର,୨୮।୨ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର କ୍ଷେତ୍ରୀୟ କାର୍ଯ୍ୟାଳୟ ବାଲେଶ୍ୱର ପକ୍ଷରୁ ଏକ ଦିନିକିଆ ଖୁଚୁରା ପ୍ରଦର୍ଶନୀ ବା ରିଟେଲ ଏକ୍ସପୋ-୨୦୨୪ ବାଲେଶ୍ୱରର ହରିପ୍ଲାଜାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୟୁବିଆଇ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ସନ୍ଦୀପ ଦାସ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉକ୍ତ ପ୍ରଦର୍ଶନୀ (ଏକ୍ସପୋ)କୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟୁବିଆଇ ବାଲେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ଜୟଗୋପାଳ ବେହେରା ଏବଂ ଉପ-କ୍ଷେତ୍ରୀୟ ମୁଖ୍ୟ ଗଜେନ୍ଦ୍ର ନାଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ପ୍ରଦର୍ଶନୀରେ ରାଜ୍ୟର ପ୍ରତିଷ୍ଠିତ ବିଲ୍ଡର, ଟାଟା ସୋଲାର, ଦେଶ ଓ ଦେଶ ବାହାରେ ଶିକ୍ଷା ଲାଭର ମାର୍ଗଦର୍ଶନ ପାଇଁ ଶିକ୍ଷା ପରାମର୍ଶଦାତା ଆଦି ଯୋଗ ଦେଇଥିଲେ। ସେହିପରି ଗାଡି ଡିଲର, ବ୍ୟାଙ୍କ ଇନ୍‌ସ୍ୟୁରାନ୍ସ, ମ୍ୟୁଚୁଆଲ ଫଣ୍ଡ୍‌ ଏବଂ ବିଭିନ୍ନ ଖୁଚୁରା ଉପତ୍ାଦ କାଉଣ୍ଟରରୁ ଅଭିଜ୍ଞ ଆର୍ଥିକ ପରାମର୍ଶଦାତା ଏବଂ ବ୍ୟାଙ୍କ ଅଧିକାରୀମାନେ ଗୋଟିଏ ଛାତ ତଳେ ପରସ୍ପରକୁ ଭେଟି ଭାବାନୁପ୍ରଦାନ କରିଥିଲେ। ସେହିଭଳି ୩୦୦ରୁ ଊର୍ଦ୍ଧ୍ୱ ଗ୍ରାହକ ମେଳା ପରିଦର୍ଶନ କରିବା ସହ ଆର୍ଥିକ ସାକ୍ଷରତା ଉପରେ ଜ୍ଞାନ ହାସଲ କରିଥିଲେ। ଅପରପକ୍ଷରେ ୧୨ବର୍ଷରୁ କମ୍‌ ପିଲାମାନଙ୍କ ପାଇଁ ଏକ ଚିତ୍ରାଙ୍କନ ପ୍ରତିଯୋଗିତାର ମଧ୍ୟ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ରାମ ନବମୀ ପୂର୍ୱରୁ ପୋଲିସର ଫ୍ଲାଗ୍‌ ମାର୍ଚ୍ଚ, ବଢ଼ିଲା ସୁରକ୍ଷା…

କୋରାପୁଟ,୨୬ା୩(ଅମିତାଭ ବେହେରା): ରାମ ନବମୀ ଅବ୍ୟହିତ ପୂର୍ୱରୁ କୋରାପୁଟ ପୋଲିସ ପକ୍ଷରୁ ସହରରେ ଗୁରୁବାର ଫ୍ଲାଗ ମାର୍ଚ୍ଚ କରାଯାଇଛି। ରାମ ନବମୀରେ ଶୁକ୍ରବାର ସହରରେ ୧୦ହଜାର ଊର୍ଦ୍ଧ୍ୱ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri