ଖୁଚୁରା ମୁଦ୍ରାସ୍ଫୀତି ୪.୦୬%

ନୂଆଦିଲ୍ଲୀ: ଜାନୁୟାରୀ ମାସରେ ଖୁଚୁରା ମୁଦ୍ରାସ୍ଫୀତି ଭିତ୍ତିକ ଖାଉଟି ମୂଲ୍ୟ ସୂଚୀ(ସିପିଆଇ) ୪.୦୬%କୁ ବୃଦ୍ଧି ପାଇଛି। ଆର୍‌ବିଆଇ ଧାର୍ଯ୍ୟଲକ୍ଷ୍ୟ ୨-୬% ମଧ୍ୟକୁ ଏହା ଫେରିଛି। ଲଗାତର ଦ୍ୱିତୀୟ ମାସ ଲାଗି ଏଭଳି ହୋଇଥିବା ସରକାର ଜାରି କରିଥିବା ଡାଟାରୁ ସାମ୍ନାକୁ ଆସିଛି। ଗତ ବର୍ଷ ଡିସେମ୍ବରରେ ଏହା ୪.୫୯% ସ୍ତରରେ ରହିଥିଲା। ଜାନୁୟାରୀରେ ଖାଦ୍ୟ ସାମଗ୍ରୀ ବର୍ଗରେ ଦରଦାମ ବୃଦ୍ଧି ୧.୮୯% ରହିଛି। ଏହା ଡିସେମ୍ବରରେ ୩.୪୧% ସ୍ତରରେ ରହିଥିଲା। ଦରଦାମ ଉଚ୍ଚରେ ରହିବା ଯୋଗୁ କେନ୍ଦ୍ରୀୟ ବ୍ୟାଙ୍କ ନିକଟରେ ହୋଇଥିବା ମୁଦ୍ରାନୀତି ବୈଠକରେ ରେପୋକୁ କମାଇନାହିଁ। ସେହିଭଳି ଡିସେମ୍ବରରେ ଶିଳ୍ପ ଉତ୍ପାଦନ ୧% ବଢ଼ିଥିବା ଅନ୍ୟ ଏକ ସରକାରୀ ଡାଟାରୁ ସାମ୍ନାକୁ ଆସିଛି। ୨୦୨୦ ଡିସେମ୍ବରରେ ଔଦ୍ୟୋଗିକ ଉତ୍ପାଦନ ସୂଚକାଙ୍କ ୧.୬% ଅଭିବୃଦ୍ଧି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

ମାତ୍ର ୫୦ ଟଙ୍କା ନିବେଶ କଲେ ମିଳିବ ୩୫ ଲକ୍ଷର ଦମଦାର୍‌ ରିଟର୍ନ; ଆପଣଙ୍କୁ ଧନୀ କରିବ ପୋଷ୍ଟ ଅଫିସର ଏହି ଯୋଜନା

ଭୁବନେଶ୍ୱର, ୨୩।୬: ମାସ ଶେଷରେ ଦରମା ବା ପାରିଶ୍ରମିକ ଯାହା ବି ହେଉ ନା କାହିଁକି, ସଞ୍ଚୟ କରିବା ନିହାତି ଜରୁରୀ ଯେପରି ଭବିଷ୍ୟତରେ ଆବଶ୍ୟକତା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri