ଖୁଚୁରା ମୁଦ୍ରାସ୍ଫୀତି ୪.୨୯%

ନୂଆଦିଲ୍ଲୀ:  ଚଳିତ ବର୍ଷ ଏପ୍ରିଲ ମାସରେ ଖୁଚୁରା ମୁଦ୍ରାସ୍ଫୀତି ୪.୨୯% ସ୍ତରରେ ରହିଛି। ଏହା ମାର୍ଚ୍ଚ ମାସରେ ୫.୫୨% ସ୍ତରରେ ରହିଥିଲା। ଖାଦ୍ୟ ସାମଗ୍ରୀ ଦର ଉଚ୍ଚରେ ରହିବା ଯୋଗୁ ଏଭଳି ସ୍ଥିତି ଉପୁଜିଥିଲା ବୋଲି ସରକାରୀ ଡାଟାରୁ ସାମ୍ନାକୁ ଆସିଛି। ମୁଦ୍ରା ନୀତି ସମୀକ୍ଷା ବେଳେ ରିଜର୍ଭ ବ୍ୟାଙ୍କ ବିଶେଷ କରି ଖାଉଟି ମୂଲ୍ୟ ସୂଚୀ ଭିତ୍ତିକ ମୁଦ୍ରାସ୍ଫୀତିକୁ ବିଚାରକୁ ନେଇଥାଏ। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ ରୁପାୟନ ମନ୍ତ୍ରଣାଳୟ ଡାଟା ମୁତାବକ, ଏପ୍ରିଲ ମାସରେ ଖାଦ୍ୟ ସାମଗ୍ରୀ ବର୍ଗରେ ମୁଦ୍ରାସ୍ଫୀତି ୨.୦୨% ସ୍ତରରେ ରହିଛି। ମାର୍ଚ୍ଚ ମାସରେ ଏହା ୪.୮୭% ସ୍ତରରେ ରହିଥିଲା। ଏହି ପରିପ୍ରେକ୍ଷୀରେ ଇକ୍ରାର ମୁଖ୍ୟ ଅର୍ଥନୀତିଜ୍ଞ ଆଦିତି ନାୟାର କହିଛନ୍ତି, ଏପ୍ରିଲରେ ଖାଉଟି ମୁଦ୍ରାସ୍ଫୀତି ୩ ମାସର ସର୍ବନିମ୍ନ ସ୍ତରରେ ରହିଛି। ମାତ୍ର ଏହା ଆଶାଠାରୁ ଅଧିକ। ଆଞ୍ଚଳିକ ସ୍ତରରେ କଟକଣା ଯୋଗୁ ଦରଦାମ ଉପରେ ଏହାର ପ୍ରଭାବ ରହିଛି ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri