ମହଙ୍ଗା ହେବ ରିଟେଲ ଚାଉଳ ଦର

ନୂଆଦିଲ୍ଲୀ,୨୫।୮: ଗହମ ପରେ ଏବେ ଚାଉଳ ମୂଲ୍ୟ ବୃଦ୍ଧି ହେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କାରଣ ଗତ ବର୍ଷର ସମାନ ଅବଧି ତୁଳନାରେ ଚାଉଳର ଅଲ ଇଣ୍ଡିଆ ଆଭରେଜ ରିଟେଲ ମୂଲ୍ୟରେ ୬.୩୧% ମୂଲ୍ୟ ବୃଦ୍ଧି ସହ କେଜି ପିଛା ଦର ୩୭.୭୦ ଟଙ୍କାରେ ପହଞ୍ଚତ୍ଛି। ଏପରିକି ଚାଉଳର ଦର ନିର୍ଦ୍ଧାରଣ ଜାରି ଖରିଫ ଋତୁର ଧାନ ବୁଣା ଉପରେ ନିର୍ଭର କରିଥାଏ। ହେଲେ ଅନିୟମିତ ମୌସୁମୀ ଯୋଗୁ ଚାଷ କାର୍ଯ୍ୟ ହ୍ରାସ ମୂଲ୍ୟ ବୃଦ୍ଧିର କାରଣ ପାଲଟିଛି। ଗତ ସପ୍ତାହ ଶେଷ ସୁଦ୍ଧା ୮.୨୫% ଧାନ ବୁଣା ହ୍ରାସ ହୋଇଛି। ତେଣୁ ଦେଶରେ ଚାଉଳ ଉତ୍ପାଦନର ସମ୍ଭାବ୍ୟ ହ୍ରାସ ଖବର ଯୋଗୁ ଚାଉଳ ମୂଲ୍ୟ ବୃଦ୍ଧି ହୋଇଛି।

ସେହିଭଳି କେନ୍ଦ୍ର କୃଷି ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଚଳିତ ମାସ ୧୮ ତାରିଖ ସୁଦ୍ଧା ୩୪୩.୭୦ ଲକ୍ଷ ହେକ୍ଟର ଜମିରେ ଧାନ ବୁଣାଯାଇଛି। ଏହା ଗତବର୍ଷ ଏହି ସମୟ ସୁଦ୍ଧା ୩୭୪.୬୩ ଲକ୍ଷ ହେକ୍ଟରରେ ଚାଷ ହୋଇଥିଲା। ତେବେ ଦେଶରେ ରିଟେଲ ଚାଉଳ ମୂଲ୍ୟ ବୃଦ୍ଧି ଗହମ ଭଳି ନୁହେଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri