ମହଙ୍ଗା ହେବ ରିଟେଲ ଚାଉଳ ଦର

ନୂଆଦିଲ୍ଲୀ,୨୫।୮: ଗହମ ପରେ ଏବେ ଚାଉଳ ମୂଲ୍ୟ ବୃଦ୍ଧି ହେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। କାରଣ ଗତ ବର୍ଷର ସମାନ ଅବଧି ତୁଳନାରେ ଚାଉଳର ଅଲ ଇଣ୍ଡିଆ ଆଭରେଜ ରିଟେଲ ମୂଲ୍ୟରେ ୬.୩୧% ମୂଲ୍ୟ ବୃଦ୍ଧି ସହ କେଜି ପିଛା ଦର ୩୭.୭୦ ଟଙ୍କାରେ ପହଞ୍ଚତ୍ଛି। ଏପରିକି ଚାଉଳର ଦର ନିର୍ଦ୍ଧାରଣ ଜାରି ଖରିଫ ଋତୁର ଧାନ ବୁଣା ଉପରେ ନିର୍ଭର କରିଥାଏ। ହେଲେ ଅନିୟମିତ ମୌସୁମୀ ଯୋଗୁ ଚାଷ କାର୍ଯ୍ୟ ହ୍ରାସ ମୂଲ୍ୟ ବୃଦ୍ଧିର କାରଣ ପାଲଟିଛି। ଗତ ସପ୍ତାହ ଶେଷ ସୁଦ୍ଧା ୮.୨୫% ଧାନ ବୁଣା ହ୍ରାସ ହୋଇଛି। ତେଣୁ ଦେଶରେ ଚାଉଳ ଉତ୍ପାଦନର ସମ୍ଭାବ୍ୟ ହ୍ରାସ ଖବର ଯୋଗୁ ଚାଉଳ ମୂଲ୍ୟ ବୃଦ୍ଧି ହୋଇଛି।

ସେହିଭଳି କେନ୍ଦ୍ର କୃଷି ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଚଳିତ ମାସ ୧୮ ତାରିଖ ସୁଦ୍ଧା ୩୪୩.୭୦ ଲକ୍ଷ ହେକ୍ଟର ଜମିରେ ଧାନ ବୁଣାଯାଇଛି। ଏହା ଗତବର୍ଷ ଏହି ସମୟ ସୁଦ୍ଧା ୩୭୪.୬୩ ଲକ୍ଷ ହେକ୍ଟରରେ ଚାଷ ହୋଇଥିଲା। ତେବେ ଦେଶରେ ରିଟେଲ ଚାଉଳ ମୂଲ୍ୟ ବୃଦ୍ଧି ଗହମ ଭଳି ନୁହେଁ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ଓଡ଼ିଶାରେ ବଦଳିଲା ସ୍କୁଲ ଖୋଲିବା ସମୟ, କେଉଁଠି ଛୁଟି ତ କେଉଁଠି ସକାଳୁଆ କ୍ଲାସ୍…

ଭୁବନେଶ୍ୱର,୧୮।୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି…

ବିଶ୍ୱ ଅଟିଷ୍ଟିକ ପ୍ରାଇଡ୍‌ ଦିବସ, ଅଧିକ ସଚେତନତା ଆବଶ୍ୟକ

ଅଟିଜିମ୍‌ ସମସ୍ୟା ଶିଶୁମାନଙ୍କଠାରେ ଦେଖିବାକୁ ମିଳିଥାଏ। ଏକ ଆକଳନରୁ ଜଣାପଡିଛି ଯେ, ଶତକଡା ତିନି ଭାଗ ଶିଶୁ ଅଟିଜିମ୍‌ର ଶିକାର ହୋଇଥାଆନ୍ତି। ଏ କ୍ଷେତ୍ରରେ ସଚେତନତା ବୃଦ୍ଧି…

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri