ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀଙ୍କ ପରଲୋକ

ପାଟଣା,୮।୨(ସ୍ବ. ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ଶିକ୍ଷାବିତ ପ୍ରହ୍ଲାଦ ଦାଶଙ୍କ ସୋମବାର ରାତ୍ରିରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଚାକିରି ଜୀବନରେ ପ୍ରହଲ୍ଲାଦ ଜଣେ ସଚୋଟ, ଦକ୍ଷ ଅଧିକାରୀ ଭାବେ ଜଣାଶୁଣା ବ୍ୟକ୍ତି ଥିଲେ।

ମଙ୍ଗଳବାର ସ୍ବାମଶାସନରୁ ମୃତଦେକୁ ଏକ ଶୋଭାଯାତ୍ରାରେ ଆଣି ଦୁର୍ଗାଦେଇପୁର ବୈତରଣୀ ନଦୀ କୂଳ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିଲା। ବଡ଼ ପୁଅ ମନୋଜ ମୁଖାଗ୍ନି ଦେଇଥିଲେ। ତାଙ୍କ ବିୟୋଗରେ ପୂର୍ବତନ ପାଟଣା ବ୍ଲକ ଅଧ୍ୟକ୍ଷ ବିଦ୍ୟାଧର ଦାଶ, କଂଗ୍ରେସ ନେତା ଲକ୍ଷଣ ଦାଶ, ପୂର୍ବତନ ପାଟଣା ବିଧାୟକ କାହ୍ନୁ ଚରଣ ନାଏକ, ପାଟଣା ବିଧାୟକ ଜଗନ୍ନାଥ ନାଏକ, ବିଜେଡି ବ୍ଲକ ସଭାପତି ମାଧବାନନ୍ଦ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ ସାମାଜିକକର୍ମୀ ଅଜିତ କୁମାର ଦାଶ, ଜାତୀନ୍ଦ୍ର ଦାଶ, ଜ୍ଞାନେନ୍ଦ୍ର ମିଶ୍ର ପ୍ରମୁଖ ଶୋକ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫସଲ ବୀମା ପ୍ରଦାନରେ ବିଳମ୍ବ, ରାଜପଥକୁ ଓହ୍ଲାଇଲେ ଚାଷୀ

ସୋହେଲା,୨୭ା୫(ଡି.ଏନ୍‌.ଏ.): ମରୁଡ଼ି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମା ସହାୟତା ପ୍ରଦାନରେ ଅହେତୁକ ବିଳମ୍ବ ହୋଇଛି। ଚାଷୀମାନେ ବୀମା କମ୍ପାନୀ ଏବଂ ପ୍ରଶାସନକୁ...

ଖାଦ୍ୟ ଲାଗି ହନ୍ତସନ୍ତ ହେଉଛନ୍ତି ଗୋରୁ, କୁକୁର

ବ୍ରହ୍ମପୁର ଅଫିସ,୨୯ା୪-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ ଘୋଷଣା କରାଯାଇଛି। ଏଥି ଯୋଗୁ ସମଗ୍ର ଜିଲାରେ ବୁଲା ଗୋରୁ, କୁକୁର ଏବେ ଭୋକିଲା ରହୁଛନ୍ତି। ବ୍ରହ୍ମପୁର...

କାମ ଯୋଗାଇବାରେ ଛତ୍ରପୁର ବ୍ଲକ ବିଫଳ: ପୁଣି ବିରକ୍ତି ହେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୦।୭(ଡି.ଏନ୍‌.ଏ.): କରୋନା ସମୟରେ ଜୀବନ ଜୀବିକା ଉପରେ ରାଜ୍ୟ ସରକାର ଓ ଗଞ୍ଜାମ ଜିଲାପ୍ରଶାସନ ଗୁରୁତ୍ୱ ଦେଇ ଆସୁଛନ୍ତି। ବିଶେଷକରି ଏମ୍‌ଜିଏନ୍‌ଆରଜିଏସ୍‌ରେ ଗ୍ରାମାଞ୍ଚଳ ଲୋକଙ୍କୁ ପ୍ରତି...

ସ୍ବତନ୍ତ୍ର ଜିଲା ଦାବି ତେଜିଲା

କୁଚିଣ୍ଡା,୧ା୯(ବିରଞ୍ଚତ୍ ଦର୍କା): କୁଚିଣ୍ଡାକୁ ସ୍ବତନ୍ତ୍ର ଜିଲା ମାନ୍ୟତା ଦାବି ତେଜିବାରେ ଲାଗିଛି। ସରକାର କୁଚିଣ୍ଡାକୁ ଜିଲା ଘୋଷଣା ନ କରିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ...

ହାଟଡିହୀ ଫେରିଲେ ୧୦୩୯ ପ୍ରବାସୀ

ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନରେ ୩୧ଟି ପଞ୍ଚାୟତ ଅଛି। ବାହାର ରାଜ୍ୟରେ ରହି କାର୍ଯ୍ୟ କରୁଥିବା ପ୍ରବାସୀ ଓଡ଼ିଆ ଫେରୁଛନ୍ତି। ଚଳିତ ମାସ...

ପୁଣି ତେଜିଲା ବିଜେଡିର ଗୋଷ୍ଠୀ ବିବାଦ : ରାଜଶ୍ରୀଙ୍କ ଗାଡ଼ି ଆଗରେ ଶୋଇଲେ ବିଷ୍ଣୁ ସମର୍ଥକ

ତିର୍ତ୍ତୋଲ,୫ା୮(ଡି.ଏନ.ଏ.): ଜଗତ୍‌ସିଂହପୁର ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ ଓ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ସମର୍ଥକମାନଙ୍କ ମଧ୍ୟରେ ବିବାଦକୁ ନେଇ ବହୁଥର ରାଜ୍ୟ ରାଜନୀତି...

ବାଇଗଣ ବୋଝେଇ ଗାଡିରୁ ୩ କୁଇଣ୍ଟାଲ ଗଞ୍ଜେଇ ମିଳିଲା

ଗୁଡଭେଲା,୧।୫(ଡି.ଏନ.ଏ.):କରୋନା ସମୟରେ ଖାଉଟି ସାମଗ୍ରୀ ପରିବହନ ପାଇଁ ଗାଡିମୋଟର ଉପରେ ରାଜ୍ୟ ସରକାର କଟକଣା କରି ନାହାନ୍ତି। ଏଣୁ ଖାଉଟି ସାମଗ୍ରୀ ବୋଝେଇ ଗାଡିର ଅପବ୍ୟବହାର...

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲା ପରିବାର

ବାଲେଶ୍ୱର ଅଫିସ, ୧୦।୪: ବାଲେଶ୍ବର ସଦର ଥାନା ଶୋଇପୁରରୁ ଶନିବାର ପୂର୍ବାହ୍ନରେ ଏକ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଶେଖପାଟଣା ଅଞ୍ଚଳର ଚକ୍ରଧର ବାରିକ।...

Advertisement
Archives

Model This Week