ୱାର୍ଡସଭ୍ୟ ପାଇଁ ମଇଦାନରେ ଅବସରପ୍ରାପ୍ତ କୃଷି ଅଧିକାରୀ

ଅମରପାଲି,୨୦ା୨(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଳକ ଚମ୍ପାମାଳ ପଞ୍ଚାୟତ ଅଧୀନ ଚମ୍ପାପୁର ଗ୍ରାମ ୬ନମ୍ବର ୱାର୍ଡ ସଭ୍ୟ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଅବସରପ୍ରାପ୍ତ ଜିଲା କୃଷି ଅଧିକାରୀ ନିତ୍ୟାନନ୍ଦ ପଣ୍ଡା। ତାଙ୍କ ଶିକ୍ଷାଗତ ଯୋଗ୍ୟତା ହେଉଛି ଏମଏସସି ଏଜି। ସେ କୃଷି ବିଭାଗର ବିଭିନ୍ନ ପଦ ପଦବୀରେ ରହି ଜିଲା କୃଷି ଅଧିକାରୀ ଭାବେ ୨୦୦୯ରେ ଅବସର ଗ୍ରହଣ କରିଥିଲେ। ତୃଣମୂଳସ୍ତରରେ ଲୋକଙ୍କୁ ବିଭିନ୍ନ ଯୋଜନା ସମ୍ପର୍କରେ ସଚେତନ କରିବା ସହିତ ସମାଜସେବା ପାଇଁ ସେ ନିର୍ବାଚନ ଲଢୁଥିବା ନିତ୍ୟାନନ୍ଦ ପ୍ରତିକ୍ରିୟାରେ କହିଛନ୍ତି। ୨୨ତାରିଖରେ ଚମ୍ପାମାଳ ପଞ୍ଚାୟତରେ ମତଦାନ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଉନି ଶୀତଳଯୁଦ୍ଧ

ଢେଙ୍କାନାଳ ଅଫିସ,୨।୯: ଢେଙ୍କାନାଳ ପୌରସଂସ୍ଥାରେ ଭାଜପା-ବିଜେଡି ମଧ୍ୟରେ ଆରମ୍ଭ ହୋଇଥିବା ଶୀତଳଯୁଦ୍ଧ ସମୟକ୍ରମେ ଆହୁରି ତୀବ୍ର ହେଉଛି। ଦୁଇ ଗୋଷ୍ଠୀ ଆକ୍ଷେପ-ପ୍ରତି ଆକ୍ଷେପରେ ମାତିଥିବାବେଳେ ଉନ୍ନୟନମୂଳକ...

‘ଓଡ଼ିଆ ଭାଷା ଉପରେ ସଙ୍କଟ ଘନେଇଛି’

ଢେଙ୍କାନାଳ ଅଫିସ, ୨୨।୨ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ମାତୃଭାଷା ଦିବସ ପାଳିତ ହୋଇଯାଇଛି। ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ...

ପୁନରୁଦ୍ଧାର ହେବ ପେଟାନାଳ

କଟକ ଅଫିସ,୨ା୨: ତାଳଦଣ୍ଡା କେନାଲ ଭଳି ସିଡିଏ ମର୍କତନଗରସ୍ଥିତ ପେଟାନାଳର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୩୬ କୋଟି ଟଙ୍କା...

ଲଞ୍ଚ ଘାଟରେ ନଦୀକୁ ଡେଇଁ ଯୁବକ ନିଖୋଜ: ଉଦ୍ଧାର କାର୍ଯ୍ୟରେ ଅବହେଳା ନେଇ ଉତ୍ତେଜନା, ଭଙ୍ଗାରୁଜା

ଚାନ୍ଦବାଲି, ୧୬।୬ (ଡି.ଏନ.ଏ) – ଭଦ୍ରକ ଜିଲା ଚାନ୍ଦବାଲି ସହର ନିକଟ ବୈତରଣୀ ଲଞ୍ଚ ଘାଟରେ ଶନିବାର ଅପରାହ୍ନରେ ଜିତୁନ ଦାସ(୨୫) ନାମକ ଜଣେ ଯୁବକ...

ପେଟରୁ ୫୭ କେଜି ଟ୍ୟୁମର ବାହାରିବା ଘଟଣା: ସୁସ୍ଥ ହୋଇ ଫେରିଗଲେ ଫୁଲମତି

ଖୋର୍ଦ୍ଧା ଅଫିସ,୧୩ା୧୧: ଦୀର୍ଘ ୧୦ ବର୍ଷ ପେଟରେ ୫୭ କେଜି ଟ୍ୟୁମର ଧରି ଯନ୍ତ୍ରଣାରେ ଛଟପଟ ହେଉଥିଲେ ନବରଙ୍ଗପୁର ଜିଲା ପାଣ୍ଡ୍ରିପାଖନା କଚରପଡ଼ା ଗ୍ରାମର ଫୁଲମତି...

ମହନୀୟତା ଦେଖାଇଲେ ନଳିନୀ: ଏଟିଏମ୍‌ କାଉଣ୍ଟରରୁ ମିଳିଥିବା ଟଙ୍କା ବ୍ୟାଙ୍କରେ ଫେରାଇଲେ

ଭଦ୍ରକ ଅଫିସ, ୨୬ା୨- ମହନୀୟତା ଦେଖାଇଲେ ନଳିନୀକାନ୍ତ ପଣ୍ଡା। ଯଦିଓ ସେ ଜଣେ ମୋବାଇଲ ଦୋକାନୀ କିନ୍ତୁ ତାଙ୍କ ମାନବିକତାକୁ ନେଇ ଭଦ୍ରକ ସହରରେ ଚର୍ଚ୍ଚା...

ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଘଟଣା:ପ୍ରତିବାଦରେ ସ୍କୁଲରେ ତାଲା

ପରଜଙ୍ଗ, ୧୬ା୭(ଡି.ଏନ.ଏ)ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଳେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ଶନିବାର ମଧ୍ୟାହ୍ନଭୋଜନରେ ବୁଢିଆଣୀ ପଡିବା ଓ ଏହାକୁ ଖାଇ ୩୦ରୁ ଊଦ୍ଧର୍‌ବ...

ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ

ସୁୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଜେ ପାର୍ଥସାରଥି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ରାଜକୁମାର ଲୋହାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୋକ୍‌ସୋ...

Advertisement
Archives

Model This Week