ପରଲୋକରେ ଅବସରପ୍ରାପ୍ତ କର୍ମଚାରୀ

ଦିଗପହଣ୍ଡି,୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସିର ଅବସରପ୍ରାପ୍ତ ଟିକସ ସଂଗ୍ରାହକ ଲିଙ୍ଗରାଜ ପଟ୍ଟନାୟକ (୬୭)ଙ୍କ ଶନିବାର ପରଲୋକ ହୋଇଯାଇଛି। ଗତ କିଛି ଦିନ ଧରି ଶାରୀରିକ ଅସୁସ୍ଥତା ଯୋଗୁ ସେ ଚିକିତ୍ସାଧୀନ ଥିଲେ। ତାଙ୍କ ମରଶରୀରକୁ ଦିଗପହଣ୍ଡି ଉମାଶଙ୍କର କଲୋନୀସ୍ଥିତ ବାସଭବନକୁ ଅଣାଯିବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସେଠାରେ ପହଞ୍ଚି ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ ଅର୍ପଣ କରିଥିଲେ। ପରେ ମରଶରୀରକୁ ପୁରୀ ସ୍ବର୍ଗଦ୍ବାର ନିଆଯାଇ ଅନ୍ତିମ ସତ୍କାର କରାଯାଇଥିଲା। ତାଙ୍କ ବିୟୋଗରେ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri