ଅବସରପ୍ରାପ୍ତ କ୍ଷେତ୍ର ନିରୀକ୍ଷକ ନିଧି ମହାନନ୍ଦଙ୍କ ପରଲୋକ

ବଲାଙ୍ଗୀର,୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପରିସଂଖ୍ୟାନ କାର୍ଯ୍ୟାଳୟର ଅବସରପ୍ରାପ୍ତ ବରିଷ୍ଠ କ୍ଷେତ୍ର ନିରୀକ୍ଷକ ନିଧି ମହାନନ୍ଦ(୭୦)ଙ୍କ ପରଲୋକ ହୋଇଯାଇଛି। ସେ କିଛିଦିନ ହେଲା ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ସେ ଜଣେ ମିଷ୍ଟଭାଷୀ, ମେଳାପୀ, ବନ୍ଧୁବତ୍ସଳ ଓ କର୍ତ୍ତବ୍ୟନିଷ୍ଠ ବ୍ୟକ୍ତି ଭାବେ ପରିଚିତ ଥିଲେ।

ମୃତ୍ୟୁ ବେଳକୁ ତାଙ୍କ ଶଯ୍ୟା ନିକଟରେ ସ୍ତ୍ରୀ ବିନତା, ପୁଅ ସରୋଜ ମହାନନ୍ଦ, କେନ୍ଦ୍ରୀୟ ରାସ୍ତା ଓ କୋଠା ସର୍କଲ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ମନୋଜ ମହାନନ୍ଦ, ନରେଶ ମହାନନ୍ଦ, ବୋହୂ, ଝିଅ ସସ୍ମିତା, ଜ୍ବାଇଁ, ନାତିନାତୁଣୀ ଉପସ୍ଥିତ ଥିଲେ। ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ତୁଷରା ନିକଟ ନୂଆପଡ଼ା ସ୍ଥିତ ବାସଭବନକୁ ଆସି ଶେଷ ଦର୍ଶନ କରିଥିଲେ। ନୂଆପଡ଼ା ଗାଁରେ ତାଙ୍କ ଅନ୍ତ୍ୟେଷ୍ଟି କ୍ରିୟା ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri