Posted inଜାତୀୟ

ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଚାରପତି ଦୁଇ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଉପସ୍ଥାପନ କରିବେ।

ଅକ୍ଟୋବର ୩ରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ରିପୋର୍ଟ ଜଣିକିଆ ଆୟୋଗ ଗଠନ ସମ୍ପର୍କରେ ରାଜ୍ୟ ସରକାର ଘୋଷଣା କରିଛନ୍ତି। ସରକାରଙ୍କ ପକ୍ଷରୁ ପ୍ରକାଶିତ ନିର୍ଦ୍ଦେଶ ସମ୍ପର୍କରେ ଅତିରିକ୍ତ ମୁଖ୍ୟ ସଚିବ ଅଓ୍ବନିଶ୍‌ କୁମାର ଅଓ୍ବସ୍ତି କହିଛନ୍ତି ଯେ, ରାଜ୍ୟପାଳ ଆନନ୍ଦୀବେନ୍‌ ପଟେଲଙ୍କ ପରାମର୍ଶ ଅନୁସାରେ ଏହି ଘଟଣାର ତଦନ୍ତ ପାଇଁ ଏହି ଆୟୋଗ ଗଠନକୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରୁଥିବା ପରିବାରକୁ ବାସନ୍ଦ: ୪ ଗିରଫ

ମୁମ୍ବାଇ,୧୬।୫: ମହାରାଷ୍ଟ୍ର ଥାଣେ ଜିଲାରେ ବିବାହ ପୂର୍ବରୁ କନ୍ୟାଙ୍କ କୁମାରୀତ୍ୱ ପରୀକ୍ଷା ବିରୋଧରେ ସ୍ବର ଉତ୍ତୋଳନ କରିଥିବା ଏକ ପରିବାରକୁ ସାମାଜିକ ବାସନ୍ଦ କରାଯାଇଛି। ଏହି...

ଶହୀଦ ଯବାନଙ୍କୁ କାନ୍ଧ ଦେଲେ ବୃଦ୍ଧା ମା’, ମୁଖାଗ୍ନୀ ଦେଲେ ୭ମାସର ପୁଅ

ଚଣ୍ଡିଗଡ଼,୨୯।୭: ପଞ୍ଜାବ ବଟାଲା ଗଁାର ପାବଲାରାଲି କାଲନ୍‌ରେ ଏକ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି। ଜଣେ ଶହୀଦ ଯବାନଙ୍କୁ ବୃଦ୍ଧା ମା’ କାନ୍ଧରେ କାନ୍ଧେଇଥିବା...

ଏଫିଲ ଟାଓ୍ବରଠୁ ବଡ଼ ରେଲଓ୍ବେ ବ୍ରିଜର ମୁଖ୍ୟ ନିର୍ମାଣ କାର୍ଯ୍ୟ ଶେଷ

କୌରି, ୫ା୪- ଜମ୍ମୁ-କଶ୍ମୀରର ଚେନାବ ନଦୀ ଠାରୁ ୩୫୯ ମିଟର ଉଚ୍ଚରେ ରେଲ୍‌ଓ୍ବେ ବ୍ରିଜ ମଝିରେ ଥିବା ଗଳା ବାଟ (ଆର୍କ)ର ନିର୍ମାଣ କାର୍ଯ୍ୟ ସୋମବାର...

ରାଜୀବ ଗାନ୍ଧୀ ଫାଉଣ୍ଡେସନ ଚାଇନାଠାରୁ ନେଇଥିଲା ଟଙ୍କା: ଅମିତ ଶାହା

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତ-ଚାଇନା ସୈନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ପାର୍ଲାମେଣ୍ଟରେ ବିରୋଧୀମାନେ ସରକାରଙ୍କୁ ଘେରି ରହିଛନ୍ତି। ଏହି ପ୍ରସଙ୍ଗରେ ସ୍ବରାଷ୍ଟ୍ର ମନ୍ତ୍ରୀ...

କେନ୍ଦ୍ରର ରାଜ୍ୟ ଆଇଟି ମନ୍ତ୍ରୀଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍‌

ନୂଆଦିଲ୍ଲୀ,୧୨।୭: କିଛି ଦିନ ହେଲେ ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର କୌଣସି ନା କୌଣସି କାରଣରୁ ବିବାଦରେ ରହିଆସୁଛି। ଏବେ ପୁଣି ଟୁଇଟର ଚର୍ଚ୍ଚାର ପରିସରକୁ...

୧୨-୧୪ ବର୍ଷ ପିଲାଙ୍କୁ ୧୬ରୁ ଟିକା

ନୂଆଦିଲ୍ଲୀ,୧୫ା୩(ପି.ଟି.):ଆସନ୍ତା ୧୬ ତାରିଖ ବୁଧବାରଠାରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ କୋଭିଡ୍‌ ଟିକା ଦିଆଯିବ। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୋମବାର ଏହା...

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ...

ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କଲେ ଦମ୍ପତି!

ମେଙ୍ଗାଲୁରୁ,୧୭ ।୮: କର୍ନାଟକର ମେଙ୍ଗାଲୁରୁରେ ଏକ ଦମ୍ପତି ବ୍ଲାକ ଫଙ୍ଗସକୁ ଡରି ଆତ୍ମହତ୍ୟା କରିଥିବା ଜଣାପଡିଛି । ଉଭୟ କରୋନାରେ ସଂକ୍ରମିତ ଥିଲେ । ସୁଇସାଇଟ...

Advertisement
Archives

Model This Week