ଅବସର ପ୍ରାପ୍ତ ଫାର୍ମାସିଷ୍ଟ ହମିଦ୍‌ ବେହେରାଙ୍କ ପରଲୋକ

ରିଷିଡ଼ା,୧୭।୧୦(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ଗଜବାହାଲ ପଞ୍ଚାୟତର ବଡ଼ ତୁଙ୍ଗରୀଗୁଡାର ଅବସର ପ୍ରାପ୍ତ ଫାର୍ମାସିଷ୍ଟ ହମିଦ୍‌ ବେହେରାଙ୍କ ପରଲୋକ ହୋଇଯାଇଛି । ଭୁବନେଶରସ୍ଥିତ ଏକ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ମତ୍ୟୁ ହୋଇଥିଲା। ମୃତ୍ୟୁ ବେଳକୁ ୭୫ ବର୍ଷ ହେଉଥିଲା ଶୁକ୍ରବାର ତାଙ୍କ ତାଙ୍କ ମୃତଦେହ ଗାଁରେ ପହଞ୍ଚିବା ପରେ ଦାହ କରାଯାଇଥିଲା। ଏକମାତ୍ର ପୁତ୍ର ସମବାୟ ବ୍ୟାଙ୍କ ପ୍ରବନ୍ଧକ (କାହ୍ନା) ମୁଖାଗ୍ନି ଦେଇଥିଲେ । ସ୍ବଗର୍ତ ବେହେରା ରିଷିଡ଼ା ଡ଼ାକ୍ତରଖାନାରେ ଫାର୍ମାସିଷ୍ଟ ଭାବେ ଯୋଗଦେବା ପରଠୁ ଅଞ୍ଚଳର ଜଣେ ଲୋକପ୍ରିୟ ଚିକିତ୍ସିକ ଭାବେ ସୁନାମ ଅର୍ଜନ କରିଥିଲେ l ତାଙ୍କ ନିଜ ପୈତୃକ ଗ୍ରାମ କେନ୍ଦୁଝର ଜିଲା ହେଲେ ହେଁ ସେ ଏଠାରେ ଘରକରି ସ୍ଥାୟୀଭାବେ ରହି ଆସୁଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri