ବାର୍‌ରେ ଗୁଳି ଚଳାଇଲେ ଅବସରପ୍ରାପ୍ତ ପୋଲିସ: ସ୍ତ୍ରୀଙ୍କ ସମେତ ୩ ମୃତ, ୬ ଆହତ

ଓ୍ବାଶିଂଟନ,୨୫ା୮: ଆମେରିକାର ଲସ୍‌ ଏଞ୍ଜେଲସରେ ଛାଡ଼ପତ୍ରରେ ସମସ୍ୟାର ସମ୍ମୁଖୀନ ହେଉଥିବା ଜଣେ ପୂର୍ବତନ ପୋଲିସ ତାଙ୍କ ସ୍ତ୍ରୀଙ୍କ ସମେତ ଏକ ବାର୍‌ରେ ଗୁଳି ଚଳାଇ ତିନି ଜଣଙ୍କ ଜୀବନ ନେଇଛନ୍ତି। ଏହି ଅବସରପ୍ରାପ୍ତ ପୋଲିସ ଜଣକ ଦକ୍ଷିଣ କାଲିଫର୍ନିଆର ଏକ ବାରରେ ଏହି ଘଟଣା ଘଟାଇଛନ୍ତି। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି, ଆକ୍ରମଣକାରୀ ଜଣକ ହେଲେ ୫୯ ବର୍ଷୀୟ ଜନ୍‌ ସ୍ନୋଲିଙ୍ଗ୍‌।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri