ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର ଦୁର୍ଘଟଣାରେ ଅବସରପ୍ରାପ୍ତ ଧର୍ମଗଡ଼ ଏସଡିଏମଓ (ଉପ ଖଣ୍ଡ ଚିକିତ୍ସାଧିକାରୀ) ଡାକ୍ତର ହରିଶ୍ଚନ୍ଦ୍ର ପଧାନ (୮୦)ଙ୍କ ମୃତ୍ୟୁ ହୋଇଛି ।

ସୂଚନା ଅନୁସାରେ, ନିଜ ଘରୁ ଭବାନୀପାଟଣାରୁ କାର ଯୋଗେ ଧର୍ମଗଡ଼କୁ ଆସୁଥିବାବେଳେ ବାଟରେ ବଳଦିଆମାଲ ପେଟ୍ରୋଲ ପମ୍ପ ସମ୍ମୁଖ ୨୬ ନମ୍ବର ଜାତୀୟ ରାଜପଥରେ ଅଟକି ରହିଥିବା ଏକ ଟ୍ରକ ସହିତ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବାବେଳେ ଚାଳକ ଆହତ ହୋଇଛନ୍ତି । ତାଙ୍କ ପରଲୋକ ଖବର ଶୁଣି ଜିଲାରେ ଶୋକର ଛାୟା ଖେଳିଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri