ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକଙ୍କ ଦେହାନ୍ତ, ମୃତ୍ୟୁ ପରେ ଅଙ୍ଗଦାନ

ବୁଗୁଡା,୨୮।୭(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ବି.କରଡ଼ାବାଡ଼ି ଗ୍ରାମସ୍ଥିତ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠର ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ପ୍ରଫୁଲ୍ଲ କୁମାର ମହାପାତ୍ର(୭୨)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଚାରି ବର୍ଷ ହେବ ଶାରୀରିକ ଅସୁସ୍ଥତା ଅନୁଭବ କରିଆସୁଥିବା ବେଳେ ଗତ ରବିବାର ସକାଳେ ତାଙ୍କର ଦେହାନ୍ତ ହୋଇଥିଲା। ଏ ଖବର ପ୍ରଚାରିତ ହେବା ପରେ ତାଙ୍କର ବି.କରଡ଼ାବାଡ଼ି ଗ୍ରାମସ୍ଥ ବାସଭବନରେ ବହୁ ବିଶିଷ୍ଟ ବ୍ୟକ୍ତି ଏବଂ ଛାତ୍ରଗଣଙ୍କ ସମେତ ଗ୍ରାମବାସୀ ପହଞ୍ଚି ତାଙ୍କର ଅନ୍ତିମ ଦର୍ଶନ କରି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ସେ ଗତ ୨୦୧୩ରେ ଅବସର ଗ୍ରହଣ କରିଥିଲେ ଏବଂ ସେ ଜଣେ କର୍ତ୍ତବ୍ୟନିଷ୍ଠ ଓ ଦକ୍ଷ କ୍ରୀଡା ଶିକ୍ଷକ ଭାବେ ଅଞ୍ଚଳରେ ଜଣାଶୁଣା ଥିଲେ। ସେ ଗତ ୨୦୧୫ରେ ଶରୀର ଦାନ ନିମନ୍ତେ ଚୁକ୍ତି କରିଥିଲେ। ଫଳରେ ତାଙ୍କର ମର ଶରୀରକୁ ଏକ ଶୋଭାଯାତ୍ରାରେ ବି.କରଡ଼ାବାଡ଼ି ଗ୍ରାମ ପରିକ୍ରମା ପରେ ବ୍ରହ୍ମପୁର ଏମକେସିଜି କଲେଜକୁ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri